Get Updates
Get notified of breaking news, exclusive insights, and must-see stories!

ପହିଲି ରଜର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପହିଲି ରଜରେ ପ୍ରଥମେ ଟ୍ବିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି, ଓଡ଼ିଶା ସଂସ୍କୃତି ଓ ପରମ୍ପରାର ପ୍ରତୀକ । ଏହି ପର୍ବ ସମାଜରେ ଆନନ୍ଦ

ଭୁବନେଶ୍ବର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପହିଲି ରଜରେ ପ୍ରଥମେ ଟ୍ବିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି, ଓଡ଼ିଶା ସଂସ୍କୃତି ଓ ପରମ୍ପରାର ପ୍ରତୀକ । ଏହି ପର୍ବ ସମାଜରେ ଆନନ୍ଦ,ଉତ୍ସାହ ଓ ଉଲ୍ଲାସ ଭରିଦେଉ । ଆହୁରି ମଧ୍ୟ ସେ ରାଜ୍ୟବାସୀଙ୍କ ଜୀବନ ସୁଖ ଓ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ।

naveen

ଚଳିତ ବର୍ଷ ରଜ ଖୁବ୍ ଆନନ୍ଦ ଉଲ୍ଲାସ ସହିତ ପୁରପଲ୍ଲୀରେ ପାଳନ କରାଯାଉଛି । ଦୀର୍ଘ 2ବର୍ଷ ହେବ କୋଭିଡ ଯୋଗୁଁ ଏହି ଗଣପର୍ବ ପାଳନରେ ଲାଗିଥିଲା ରୋକ। ନା ଲାଗୁଥିଲା ତୋଟାରେ ଦୋଳି, ନା ବଣ୍ଟା ହେଉଥିଲା ରଜପାନ । ଗାଁର କୁଆଁରୀ ମାନେ ନା ସାହି ପଡିଶା ବୁଲୁଥିଲେ, ନା ସଜବାଜ ହୋଇ ଦୋଳି ଖେଳୁଥିଲେ ।

ଅର୍ଥାତ୍ କହିବାକୁ ଗଲେ ରଜ ଏକ ପ୍ରକାର ଫିକା ପଡିଥିଲା । ତେଣୁ ଚଳିତ ବର୍ଷ ଏହି ପର୍ବକୁ ଖୁବ ଉତ୍ସାହର ସହିତ ପାଳନ କରାଯାଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+