ଜାଣନ୍ତୁ କାହିଁକି ପାଳନ କରାଯାଏ ସାବିତ୍ରୀ ବ୍ରତ

ଭୁବନେଶ୍ୱର:ସାବିତ୍ରୀ ବିବାହିତ ମହିଳା ମାନଙ୍କର ଶ୍ରେଷ୍ଠ ବ୍ରତ । ସ୍ୱାମୀଙ୍କର ଉତ୍ତମ ସ୍ୱାସ୍ଥ୍ୟ, ନିରାମୟ ଜୀବନ ଓ ଦୀର୍ଘ ଜୀବନ କାମନା କରି ଜ୍ୟେଷ୍ଠ ଅମାବାସ୍ୟାରେ ନିଷ୍ଠାର ସହ ଏହି ବ୍ରତ ପାଳନ କରିଥାନ୍ତି ପ୍ରତ୍ୟେକ ମହିଳା । ଏହି ଦିନ ମହିଳା ମାନେ ନୂଆ ଶାଢୀ, ସଙ୍ଖା, ସିନ୍ଦୁର, ଫଳମୂଳ ଆଦି ନେଇ ମନ୍ଦିରରେ ବା ଘରେ ମଧ୍ୟ ପୂଜାର୍ଚ୍ଚନା କରିଥାନ୍ତି । ତେବେ ସାବିତ୍ରୀ ପୂଜାରେ ୯ ବା ୧୧ ପ୍ରକାରରେ ଫଳମୂଳ ପୂଜାରେ ଲାଗିଥାଏ ।
କେଉଁ କେଉଁ ଫଳ ପୂଜାରେ ଲାଗିଥାଏ
ଏହି ମାସରେ ବିଭିନ୍ନ ପ୍ରକାରର ଫଳ ବଜାରରେ ମିଳିଥାଏ । ସାଧାରଣତଃ ଆମ୍ବ, ପଣସ, କଦଳୀ, ନଡିଆ, ସପୁରୀ, ସେଓ, ଖଜୁରି ଆଦି ଫଳ ସାବିତ୍ରୀରେ ପୂଜା କରାଯାଏ ।
ସାବିତ୍ରୀ ବ୍ରତର କହାଣୀ
ପୁରୁଣାରେ ବର୍ଣ୍ଣନାରେ ବର୍ଣ୍ଣନନା କରାଯାଇଛି ଯେ, ରାଜା ଦ୍ୱିମୋତ ସେନଙ୍କର ପୁତ୍ର ସତ୍ୟବାନଙ୍କର ପତ୍ନୀ ସାବିତ୍ରୀଙ୍କର ଏକାଗ୍ରତା, ପବିତ୍ରତା, ଧର୍ମ ଆଗରେ ହାର୍ ମାନି ଯାଇଥିଲେ ଯମରାଜା । କଠୋର ତପସ୍ୟା ଓ ପୂଜାର୍ଚ୍ଚନା କରି ସାବିତ୍ରୀ ନିଜ ସ୍ୱାମୀ ସତ୍ୟବାନଙ୍କୁ ମୃତ୍ୟୁମୁଖରୁ ଫେରାଇ ଆଣିଥିଲେ । ତେଣୁ ଜ୍ୟେଷ୍ଠ ଅମାବାସ୍ୟା ଦିନ ସଧବା ସ୍ତ୍ରୀ ମାଆ ସାବିତ୍ରୀଙ୍କ ନିକଟରେ ପୂଜାର୍ଚ୍ଚାନା କରିଥାନ୍ତି ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications