Daily Horoscope : ଆଜି କିପରି ବିତିବ ଆପଣଙ୍କ ଦିନ
Daily Horoscope : ଜାଣନ୍ତୁ କିପରି ବିତିବ ଆଜିର ଆପଣଙ୍କ ଦିନ
ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? ଆପଣଙ୍କ ଜୀବନସାଥୀଙ୍କ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ୱାନ ଇଣ୍ଡିଆ ଓଡ଼ିଆ ସହ ଯୋଡ଼ି ହୋଇ ରୁହନ୍ତୁ ।

ମେଷ:ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତାରେ ରହିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ଦୈନିକ ରୋଜଗାର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସମସ୍ୟା ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବ । ଦୂରଯାତ୍ରା କରିପାରନ୍ତି । ପରିବାର ସହ ସମୟ ବିତାଇବା ପାଇଁ ପସନ୍ଦ କରିବେ ।
ବୃଷ:ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଶାତୀତ ଲାଭବାନ୍ ହେବ । ବନ୍ଧୁଙ୍କ ସହିତ ମତଭେଦ ସମାପ୍ତ ହେବ । ଆଜିର ଦିନ ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ । ଶତ୍ରୁ ମାନେ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ । ଯାତାୟତ ସମୟରେ ସତର୍କ ରୁହନ୍ତୁ । ପାରିବାରିକ ସମସ୍ୟା ପାଇଁ ଚିନ୍ତାରେ ରହିବେ ।
ମିଥୁନ:ଦାମ୍ପତ୍ୟଜୀବନ ସୁଖମୟ ହେବ । ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ନୂଆ ଲକ୍ଷ ପୂରଣ କରିବା ପାଇଁ ପରିବାରର ସାହାଯ୍ୟ ସହଯୋଗ ପାଇବେ । ଅଟକି ରହିଥିବା କାର୍ଯ୍ୟ ଆଜି ପୂରଣ ହେବ । ବକୟା ଟଙ୍କା ଫେରି ପାଇବେ । ଛାତ୍ରଛାତ୍ରୀ ପାଠପଢାରେ ସମୟ ଅତିବାହିତ କରିବେ ।
କର୍କଟ:ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପାରିବାରିକ ସମସ୍ୟା ଦୂର ହେବ । ଧନ ପ୍ରାପ୍ତି ହେବ । ବିଦେଶ ଯାତ୍ରାର ସୁଯୋଗ ପାଇପାରନ୍ତି । କାର୍ଯ୍ୟାଳୟରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ ।
ସିଂହ:ରାଜନୀତି କ୍ଷେତ୍ରରେ ସୁଫଳ ପାଇବେ । ସାମାଜିକ ପତିଆରା ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ସୁନାମ ଅର୍ଜନ କରିବେ । ନୂଆ ଯାନବାହନ କିଣିବାରେ ସମସ୍ୟା ସୃଷ୍ଟି ହୋଇ ପାରେ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ ।
କନ୍ୟା: ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପରିବାର ସହ ସମୟ ବିତାଇବେ । ଘରୋଇ ବିବାଦରୁ ଦୂରାଇ ରୁହନ୍ତୁ । କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଚିନ୍ତାରେ ରହିପାରନ୍ତି । ଛୋଟପିଲାଙ୍କ ପାଇଁ ଦିନଟି ଅତ୍ୟନ୍ତ ଭଲ ରହିବ । ଛାତ୍ରଛାତ୍ରୀ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ ।
ତୁଳା:ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ । ପରିବାର ଚିନ୍ତାରେ ମନ ଭାରାକ୍ରାନ୍ତ ହେବ । ଛାତ୍ରଛାତ୍ରୀ ପାଠପଢାରେ ମନ ଲଗାଇବେ । କୌଣସି କାରଣରୁ ଦୂରଯାତ୍ରା କରିପାରନ୍ତି । ଭବିଷ୍ୟତ ପାଇଁ ସଞ୍ଚୟ କରନ୍ତୁ । ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।
ବିଛା:ଆଜି ଆପଣଙ୍କ ଦିନଟି ମିଶ୍ରିତ ଫଳ ଦେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । କ୍ୟାରିୟର ପାଇଁ କୌଣସି ବଡ଼ ପଦକ୍ଷପ ନେଇ ପାରନ୍ତି । ପରିବାର ସହ ସମୟ ବିତାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ଆଜି କୌଣସି ଶୁଭ ସମ୍ବାଦ ପାଇପାରନ୍ତି । ଧନ ପ୍ରାପ୍ତ ହେବାର ସମ୍ଭାବନା ରହିଛି ।
ଧନୁ:କର୍ମକ୍ଷେତ୍ରରେ ଅନେକ ଦିନରୁ ଆଶା ପୂରଣ ହେବ । ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ ଅନୁକୂଳ ପରିଣାମ ପାଇବେ । ଜୀବନସାଥୀଙ୍କ ସହ କୌଣସି କାରଣରୁ ମତଭେଦ ହୋଇପାରେ ।
ମକର:ପରିବାର ଓ ବନ୍ଧୁଙ୍କ ସହ ଦିନଟି କଟିବ । କର୍ତ୍ତବ୍ୟ ପରାୟଣ ହେବେ । ପରିକ୍ଷା ଏବଂ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ଶତ୍ରୁ ବୃଦ୍ଧି ହୋଇ ପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟୀ କିଛି ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି । ସ୍ୱାସ୍ଥ୍ୟ ଗତ ସମସ୍ୟାକୁ ଚିନ୍ତାରେ ରହିପାରନ୍ତି ।
କୁମ୍ଭ: କାର୍ଯ୍ୟରେ ସଫଳତା ମିଳିବ । ଅଫିସ ପରିସ୍ଥିତିକୁ ନେଇ ଚିନ୍ତାରେ ରହିବେ । ପାରିବାରିକ ଜୀବନ ସୁଖମୟ ହେବ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । ସ୍ୱାସ୍ଥ୍ୟ ଭଲ ରହିବ । ଆଜି କୌଣସି ଶୁଭ ସମ୍ବାଦ ପାଇପାରନ୍ତି । ଧନ ପ୍ରାପ୍ତ ହେବାର ସମ୍ଭାବନା ରହିଛି ।
ମୀନ:ରାଜନୀତି କ୍ଷେତ୍ରରେ ଜଶମାନ ବୃଦ୍ଧି ହେବ । ଜମିଜମା ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରଚୁର ଅର୍ଥ ଲାଭ କରିପାରନ୍ତି । ଉଚ୍ଚ ଆଶା ପୂରଣ ହେବ । ବୈବାହିକ ଜୀବନ ସୁଖମୟ ହେବ । ଶାରୀରିକ କଷ୍ଟ ଦୂରେଇ ଯିବା କମ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications