ଦୈନିକ ରାଶିଫଳ: ଆଜିର ଦିନରେ ଆପଣ ହେବେ କି ସଫଳ, ପଢନ୍ତୁ ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣୁନ୍ତୁ କଣ କହୁଛି ଆପଣଙ୍କ ରାଶି। ବ୍ୟବସାୟ, ପ୍ରେମ, ଶିକ୍ଷା ହେଉ କି ପାରିବାରିକ ସଂପର୍କ, ଏସବୁ କ୍ଷେତ୍ରରେ କେମିତି ରହିବ ଆପଣଙ୍କ ଆଜିର ଦିନ...
ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? ଆପଣଙ୍କ ଜୀବନସାଥୀଙ୍କ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ୱାନ ଇଣ୍ଡିଆ ଓଡ଼ିଆ ସହ ଯୋଡ଼ି ହୋଇ ରୁହନ୍ତୁ....
ମେଷ: ଉତ୍ତମ ଜିନିଷକୁ ଗ୍ରହଣ କରିବା ପାଇଁ ଆପଣଙ୍କ ମସ୍ତିସ୍କ ଖୋଲା ରହିବ । ଆପଣ ନିଜେ ଜାଣିଛନ୍ତି କି ଲୋକ ମାନେ ଆପଣଙ୍କଠୁ କଣ ଆଶା କରୁଛନ୍ତି - ତେଣୁ ଅଯଥାରେ ବେଶୀ ଖର୍ଚ୍ଚ କରନ୍ତୁ ନାହିଁ । ଆପଙ୍କ ଧ୍ୟାନ ପାଇଁ ପିପାସା ଆପଣଙ୍କୁ ନୂଆ ବନ୍ଧୁ ବନେଇବାରେ ସାହାଯ୍ୟ କରିବ । ପ୍ରେମ ଜୀବନରେ ଆଶାର ନୂତନ କିରଣ ଆସିବାର ସମ୍ଭାବନା ଅଛି ।
ବୃଷ: ଅଦରକାରୀ ଭାବନାକୁ ନିଜ ମନ ଉପରେ ଶାସନ କରିବାକୁ ଦିଅନ୍ତୁ ନାହିଁ । ଶାନ୍ତ ଓ ମୁକ୍ତ ରହିବାକୁ ଚେଷ୍ଟା କରନ୍ତୁ, ଏହା ଦ୍ୱାରା ଆପଣଙ୍କ ଅମାନସିକ ଦୃଢ଼ତା ବଢ଼ିବ । ଉପଯୁକ୍ତ ବୁଦ୍ଧିମତ୍ତା ଦ୍ୱାରା ନିବେଶ ଆପଣଙ୍କୁ ଲାଭଦାୟୀ କରିବ - ତେଣୁ ନିଜର ଝାଳ ବୁହା ଧନକୁ ବୁଝିସୁଝି ଲଗାନ୍ତୁ । ପିଲା ମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି । ନୂତନ ସମ୍ପର୍କ ଆଜି ଆପଣ ତିଆରି କରିବେ, ସେହି ଆପଣଙ୍କ କରିଆରକୁ ଗୋଟେ ନୂତନ ଗତି ଦେବ ।

ମିଥୁନ: ଅର୍ଥ ଅବସ୍ଥାରେ ନିହାତି ଭାବରେ ଉନ୍ନତି ହେବ । ପଡୋଶୀଙ୍କ ସହିତ ଝଗଡା ହେବ କାରଣରୁ ଆପଣଙ୍କ ମନ ଖରାପ ହୋଇ ପାରେ । ଯଦି ଆପଣ ସହଯୋଗ ନ କରନ୍ତି, ତାହେଲେ ଆପଣଙ୍କ ସହିତ କେହି ଝଗଡା କରି ପାରିବ ନାହିଁ । ଜୀବନସାଥିଙ୍କ ସହିତ ସମୟ କାଟିବା ପାଇଁ ଆପଣ ଆଜି ଅଫିସରୁ ଶୀଘ୍ର ବାହାରିଲେ ମଧ୍ୟ ଟ୍ରାଫିକ ପାଇଁ ଆପଣଙ୍କ ସବୁ ଉଦ୍ୟମ ବୃଥା ହୋଇଯିବ ।
କର୍କଟ:ବ୍ୟସ୍ତ ଦିନ ଥିବା ସତ୍ୱେ ଆଜି ଦିନଟା ଭଲ ରହିବ । କିନ୍ତୁ ଏହାକୁ ସବୁ ଦିନ ପାଇଁ ସତ ମାନିବାକୁ ଚେଷ୍ଟା କରନ୍ତୁ ନାହିଁ । ନିଜର ଜୀବନ ଓ ସ୍ବସ୍ଥାର ସମ୍ମାନ କରନ୍ତୁ । ହଠାତ ଆୟ ବଢ଼ିବା ଯୋଗୁଁ ଆର୍ଥିକ ଅବସ୍ଥାରେ ସୁଧାର ଆସିବ ଓ ରୁଣ ଆରମରେ ସୁଝି ପାରିବେ । ଆପଣଙ୍କ ସେବା କରିବା ଭାବ ଘରର ପରିବେଶ ଖୁସିରେ ଭାରି ଦେବ । ଯେଉଁ ଲୋକ ମାନେ ପ୍ରେମର ସଂଗୀତରେ ବୁଡ଼ିକି ଅଛନ୍ତି, କେବଳ ସେହି ମାନେ ଏହି ସୁରତାଳର ଆନନ୍ଦ ନେଇ ପାରିବେ ।
ସିଂହ: ଆଜିକା ଦିନ ଆପଣ ବି ସେଇ ସଂଗୀତକୁ ଶୁଣି ପାରିବେ, ଯାହା ଦୁନିଆର ବାକି ଗୀତକୁ ବୁଲେଇ ଦବ । ଲମ୍ବିତ ପରିକଳ୍ପନା ଓ ଯୋଜନା ପୁରା ହେବା ଦିଗରେ ବଢ଼ିବ । ଘରେ ପଡିଥିବା କୌଣସି ପୁରୁଣା ବସ୍ତୁ ଉପରେ ଆଜି ଆପଣଙ୍କର ନଜର ହଠାତ ପଡିବ ଯୋଗୁଁ ଆପଣ ଆପଣଙ୍କର ପିଲାଦିନକୁ ଫେରିଯିବେ ଏବଂ ତା' ସହିତ କିଛି ସମୟ କାଟିବାକୁ ଇଛା କରିବେ । ବିବାହ ବନ୍ଧନ ସ୍ଵର୍ଗରେ ହିଁ ଠିକ ହେଇକି ଆସେ ଓ ଆପଣଙ୍କ ଜୀବନସାଥୀ ଆଜି ଏହି କଥାକୁ ପ୍ରମାଣିତ କରିଦେବ ।
କନ୍ୟା: ନିଜର ମାନସିକ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ,ଯାହାକି ଆଧ୍ୟାତ୍ମକ ଜୀବନ ପାଇଁ ଆବଶ୍ୟକ।ମସ୍ତିସ୍କ ଜୀବନର ଦ୍ୱାର ,କାରଣ ଭଲ-ଖରାପ ସବୁ କିଛି ଏଇ ମାଧ୍ୟମରୁ ହିଁ ଆସେ। ଏହା ଜୀବନର ସମସ୍ୟାକୁ ଦୂର କରିବାରେ ସହାୟକ ହୁଏ ଓ ସଠିକ ଭାବନା ଦ୍ୱାରା ବ୍ୟକ୍ତିଙ୍କୁ ଆଲୋକିତ କରେ ଆପଣଙ୍କର କୌଣସି ବନ୍ଧୁ ଆପଣଙ୍କଠାରୁ ଆର୍ଥିକ ସହାୟତା ମାଗିପାରେ ।
ତୁଳା: ପିଲା ମାନେ ଆଜି ଦିନଟା ଆପଣଙ୍କ ପାଇଁ କଷ୍ଟକର ବନେଇ ପାରନ୍ତି । ସ୍ନେହ ମମତା ଆପଣେଇ ତାଙ୍କୁ ବୁଝାନ୍ତୁ ଓ ଅଦରକାରୀ ଚାପ ଠୁ ରକ୍ଷା ପାନ୍ତୁ । ମନେ ରଖନ୍ତୁ ପ୍ରେମ ହିଁ ପ୍ରେମକୁ ଜନ୍ମ କରେ । ଆକାଶ ବେଶୀ ଉଜ୍ବଳ ଦେଖା ଯିବ, ଫୁଲରେ ବେଶୀ ରଙ୍ଗ ଦେଖା ଯିବା ଓ ଆଖପାଖ ସବୁ ଆଡେ ଚମକି ଉଠିବା - କାରଣ ଆପଣ ପ୍ରେମର ଭାବନାକୁ ଅନୁଭବ କରୁଛନ୍ତି । ଆଜି ଅନୁଭବୀ ଲୋକନକ ସହିତ ଜଡିତ ହୋଇ ଜାଣିବାକୁ ଚେଷ୍ଟା କରନ୍ତୁ କି ତାଙ୍କୁ କଣ କହିବାର ଅଛି । ଆପଣ ଜଣେ ଭିନ୍ନ ବ୍ୟକ୍ତିତ୍ୱ ସମ୍ପନ୍ନ ବ୍ୟକ୍ତି ଯେ ଏକାକୀ ରହିବାକୁ ବେଶୀ ପସନ୍ଦ କରନ୍ତି ।
ବିଛା: ଆପଣଙ୍କ ସ୍ପଷ୍ଟ ଓ ନିର୍ଭୟ ଚିନ୍ତାଧାରା ଆପଣଙ୍କ ସାଙ୍ଗର ଗର୍ବକୁ କ୍ଷତି କରି ପାରେ । ଆପଣଙ୍କ ଧାନ ଆପଣଙ୍କ କାମରେ ସେବେ ଆସିପାରିବ ଯେବେ ଆପଣ କୌଣସି ବଦଖର୍ଚ୍ଚ କରିବା କମ କରିବେ । ଆଜି ଆପଣ ଏହା ବେଶୀ ଭଲ ଭାବରେ ବୁଝି ପାରିବେ । ଆପଣଙ୍କ ଦୁଃଖ ଆପଣଙ୍କ ପାଇଁ ବଡ ହୋଇ ପାରେ,କିନ୍ତୁ ଆଖ-ପାଖ ଲୋକ ଆପଣଙ୍କ କଷ୍ଟକୁ ବୁଝିବେନି । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ଆପଣ ଏକାକୀ ରହିବାକୁ ପସନ୍ଦ କରିବେ। ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ ।
ଧନୁ: ଆଜି ଆପଣଙ୍କୁ ଆପଣଙ୍କ ସନ୍ତାନ ଦ୍ୱାରା ଧାନ ପ୍ରାପ୍ତି ହୋଇପାରେ । ସାଂଗ ମାନେ ସାହାଯ୍ୟ କରିବେ ଓ ସହଯୋଗ ଦେବେ । ଆପଣଙ୍କୁ ନିଜ ଆଡୁ ସବୁଠୁ ଭଲ ବ୍ୟବହାର କରିବା ଦରକାର,ନଚେତ ଆପଣଙ୍କ ପ୍ରିୟାର ମନ ବହୁତ ଅନିଶ୍ଚିତ ରହିବ । ଆଜି ସମୟ ବାହାର କରି ନିଜ ଜୀବନସାଥିଙ୍କ ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି ।
ମକର: ଆଜି ଦିନଟି ଆପଣ ନିଜ ବନ୍ଧୁ ଓ ପରିବାରବର୍ଗଙ୍କ ସହ ଆନନ୍ଦ ଉଲ୍ଳାସରେ କଟାଇବେ । ଅତୀତରେ ଆପଣ ଯାହା ସବୁ ଯୋଜନା କରିଥିଲେ ସେସବୁ ଆଜି କାର୍ଯ୍ୟକାରୀ କରିବା ପାଇଁ ଆଜି ସମୟ ମିଳିଯିବ । ହୋଇ ପାରେ କି ଆପଣଙ୍କ କାମ କରିବା ଚାକରାଣୀ ଆଡୁ କୌଣସି ସମସ୍ୟା ଆସିବ, ଯାହା କାରଣରୁ ଆପଣ ଓ ଆପଣଙ୍କ ଜୀବନସାଥୀ ମଧ୍ୟରେ ବିବାଦ ହୋଇ ପାରେ ।
କୁମ୍ଭ: ଯାତ୍ରା ଓ ବନ୍ଧୁ ମାନଙ୍କ ସହିତ ସମ୍ମେଳନ ଯୋଗୁଁ ଆପଣ ଆଜି ଆରମ୍ଭ ଓ ଖୁସି ଅନୁଭବ କରିବେ । ଆଜି ଘରୁ ଆପଣ ଯଦିବା ସକାରାତ୍ମକ ସ୍ଥିତି ରେ ବାହାରିବେ ତଥାପି କୌଣସି ମୂଲ୍ୟବାନ ବସ୍ତୁ ଚୋରି ହେବ ଯୋଗୁଁ ଆପଣଙ୍କ ମାନସିକ ଅବସ୍ଥା ବିଗିଡ଼ି ଯିବ । ଆପଣଙ୍କ ପୁର୍ଣ ଉର୍ଜା ଓ ଉତ୍ସାହ ସକରାତ୍ମକ ପରିଣାମ ଆଣିବେ ଓ ଘରୋଇ ବିବାଦ ଦୂର କରିବାରେ ସାହାଯ୍ୟ କରିବେ ।
ମୀନ: ପୂର୍ଣ୍ଣତୟା ସୁଖମଜା ଆଜି ଭୋଗ କରି ପାରିବେ । ଆଜି ଯଦିବା ଆପଣଙ୍କର ଆର୍ଥିକ ପକ୍ଷ ଭଲ ରହିବ ତଥାପି ଆପଣଙ୍କୁ ବ୍ୟର୍ଥ ଖର୍ଚ୍ଚରୁ ବଞ୍ଚିବାକୁ ପଡିବ ନହେଲେ ଅଯଥା ଖର୍ଚ୍ଚ ହୋଇପାରେ । ଆପଙ୍କ ଆକର୍ଷଣ ଓ ବ୍ୟକ୍ତିତ୍ୱ କାରଣରୁ ଆପଣଙ୍କୁ କିଛି ନୂଆ ମିତ୍ର ମିଳି ପାରନ୍ତି । କାମ ଅଟକି ଥିବା ସତ୍ୱେ ପ୍ରେମ ଓ ବାହାରକୁ ଯାଇକି ବୁଲା ବୁଲି କରିବାର ବିଚାର ଆପଣଙ୍କ ମନରେ ଚେଇଁ ରହିବ । ନିଜର ସମୟ ଓ ଉର୍ଜା ଅନ୍ୟ ମାନଂକୁ ସାହାଯ୍ୟ କରିବାରେ ଲଗାନ୍ତୁ, କିନ୍ତୁ ଏମିତିଆ କଥାରେ ପଡନ୍ତୁ ନାହିଁ ଯେଉଁଥିରେ ଆପଣଙ୍କର କିଛି ନବ ଦବା ନାହିଁ । ଆଜି ଆପଣଙ୍କର ବୈବାହିକ ଜୀବନ ହସ-ଖୁସି,ପ୍ରେମ ଓ ଉଲ୍ଲାସର କେନ୍ଦ୍ର ହୋଇ ପାରେ ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ












Click it and Unblock the Notifications