For Quick Alerts
Turn On Notification  
For Daily Alerts
Oneindia App Download

ଦୈନିକ ରାଶିଫଳ: କେମିତି ରହିବ ଆପଣଙ୍କ ଆଜିର ଦିନ?

ଆଜିର ରାଶିଫଳ: କେମିତି ରହିବ ଆପଣଙ୍କ ଦିନ?

|

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? ଆପଣଙ୍କ ଜୀବନସାଥୀଙ୍କ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ୱାନ ଇଣ୍ଡିଆ ଓଡ଼ିଆ ସହ ଯୋଡ଼ି ହୋଇ ରୁହନ୍ତୁ....

ମେଷ: ଶାରୀରିକ ଓ ମାନସିକ ଲାଭ ପାଇଁ ଧ୍ୟାନ ଓ ଯୋଗ ଅତି ଉପକାରୀ । ଯଦିଓ ଧନ ଆପଣଙ୍କ ହାତରୁ ସହଜରେ ଖସି ଚାଲିବ, କିନ୍ତୁ ଆପଣଙ୍କ ଗ୍ରହ ମାନେ ଆପଣଙ୍କ ଧନରେ କ୍ଷତି ହବାକୁ ଦେବେ ନାହିଁ । ପିଲା ମାନେ ଆଜି ଦିନଟା ଆପଣଙ୍କ ପାଇଁ କଷ୍ଟକର ବନେଇ ପାରନ୍ତି। ସ୍ନେହ ମମତା ଆପଣେଇ ତାଙ୍କୁ ବୁଝାନ୍ତୁ ଓ ଅଦରକାରୀ ଚାପ ଠୁ ରକ୍ଷା ପାଆନ୍ତୁ । ଆଜି ନୂଆ ଟଙ୍କା ବ୍ୟବସାୟ କରିବାର ବିଚାର ଯାହା ମନକୁ ଲାଭ ଉଠାନ୍ତୁ । ଏହି ରାଶିର କୌଣସି ଛାତ୍ର ବା ଛାତ୍ରୀ ଟିଭି ବା ମୋବାଇଲ ରେ ଫିଲ୍ମ ଦେଖି ସମୟ କାଟିବେ । ଆପଣଙ୍କ ପ୍ରେମ, ଆପଣଙ୍କ ଜୀବନ ସାଥୀ ଆପଣଙ୍କୁ କୌଣସି ସୁନ୍ଦର ଉପହାର ଦେଇ ପାରନ୍ତି ।

ବୃଷ: ଆଜିର ଦିନ ଯୋଗ ଓ ଧ୍ୟାନ ସହିତ ଆରମ୍ଭ କରିପାରନ୍ତି। ଏହା ଦ୍ୱାରା ଆପଣ ପୁରା ଦିନ ଉର୍ଜ୍ଜାର ସହିତ କାଟିବେ ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ- କିନ୍ତୁ ସମାନ ଭାବରେ ଖର୍ଚ୍ଚ ମଧ୍ୟ ହେବ । କାମ ଚାପ ଯୋଗୁଁ ଆପଣଙ୍କର ଆପଣଙ୍କ ଜୀବନ ସାଥି ସାଙ୍ଗରେ ସମ୍ପର୍କ ଖରାପ ହୋଇ ପାରେ ତେଣୁ ତାଙ୍କୁ ବି ସମୟ ଦିଅନ୍ତୁ । ଯୋଗ୍ୟ ଲୋକଙ୍କର ସ୍ପର୍ଶରେ ଆସି ନୂଆ ବିଚାର ଓ ଯୋଜନା ଆସିପାରେ। ନିଜର ସାହସର ଲାଭ ଉଠାନ୍ତୁ ଓ ନୂଆ ନୂଆ ବନ୍ଧୁ ଓ ବନ୍ଧୁତ୍ୱ କରିବାକୁ ଚେଷ୍ଟା କରନ୍ତୁ।

astrology

ମିଥୁନ: ପ୍ରତିଦିନ ହେଉ ଥିବା ଗତିବିଧିରେ ଗର୍ଭବତୀ ମହିଳା ମାନଙ୍କୁ ସାବଧାନ ରହିବା ଆବଶ୍ୟକ । କୌଣସି ପୁରୁଣା ରୋଗ ଆଜି ଆପଣଙ୍କୁ କଷ୍ଟ ଦେଇପାରେ ଯେଉଁଥିପାଇଁ ଆପଣ ଡାକ୍ତରଖାନା ମଧ୍ୟ ଯାଇପାରନ୍ତି ଓ ଆପଣଙ୍କର ବହୁତ ଅର୍ଥ ଖର୍ଚ୍ଚ ହୋଇପାରେ । ପରିବାର ଲୋକେ ଆପଣଙ୍କ ବିଚାରର ସମର୍ଥନ ଦେବେ । ଆପଣଙ୍କ ପ୍ରେମୀଙ୍କର ଅନାବଶ୍ୟକ ଅନୁରୋଧ କୁ ଗୁରୁତ୍ୱ ଦିୟନ୍ତୁ ନାହିଁ । କାର୍ଯ୍ୟାଳୟରେ ସ୍ନେହର ପରିବେଶ ରହିବ । ଆପଣଙ୍କ ଯାତ୍ରା ସନ୍ତୋଷଜନକ ରହିବ ।

କର୍କଟ: ଆଶାବାଦୀ ରୁହନ୍ତୁ ଓ ଉଜ୍ବଳ ପକ୍ଷକୁ ଦେଖନ୍ତୁ । ଆପଣଙ୍କ ବିଶ୍ୱାସ ଓ ଆଶା ଆପଣଙ୍କ ଇଚ୍ଛା ପୁରୁଣ ହେବ ପାଇଁ ନୂତନ ଦ୍ୱାର ଖୋଲିବ । ଆଜି ପୂର୍ଣ୍ଣ ଭାବେ ଭଲ ଜିନିଷ ଉପରେ ଖର୍ଚ୍ଚ କରି ବାର ଦିନ ଯାହାର ମୂଲ୍ୟ ଦିନକୁ ଦିନ ବଢ଼ି ପାରେ । ଆଜି ଆପଣଙ୍କ ଉର୍ଜା ଓ ପ୍ରଫୁଲ ଭରା ବ୍ୟବହାର କାରଣରୁ ଆପଣଙ୍କ ଆଖ-ପାଖ ଲୋକ ଖୁସି ରହିବେ। ଭଲ ପାଇବାର ଭାବନା ଯୋଗୁଁ ଆଜି ମନ୍ତ୍ର-ମୁଗ୍ଧ ହୋଇ ପାରନ୍ତି । ଏହି ଭାବନାକୁ ଅନୁଭବ କରନ୍ତୁ । ମିଳିତ ଓ ସଂଦିଗ୍ଧ ଯୋଜନାରେ ଅର୍ଥ ନିବେଶ କରିବାଠୁ ଦୁରେଇ ରୁହନ୍ତୁ । ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁମାନଙ୍କୁ ସମୟ ଦେବା ଦରକାର ।

ସିଂହ: ଆପଣଙ୍କର ଅଭଦ୍ର ବ୍ୟବହାର ଆପଣଙ୍କ ଜୀବନସାଥିଙ୍କର ମୁଡ ଖରାପ କରି ପାରେ । ଆପଣଙ୍କୁ ବୁଝିବା କଥା କି କାହାର ଅସମ୍ମାନ ଓ ଗଭୀରତାରେ ନ ନେବା ସମ୍ପର୍କରେ ଦୂରତା ଆଣି ପାରେ । ଆଜି ଆପଣ କୌଣସି ଯୋଜନା ବିଫଳ ହେବ ଯୋଗୁଁ ନିରାଶ ହୋଇ ପାରନ୍ତି । ପାଠୟଚକ୍ର ଓ ବକୃତାରେ ଭାଗ ନେଇ ଆଜି ଆପଣ ଗୁଡ଼ାଏ ନୂତନ ବିଚାର ପ୍ରାପ୍ତ କରି ପାରିବେ । ନିଜ ଯୋଜନାର ପରୀକ୍ଷା ନେବା ପାଇଁ ଏଇଟା ଶୁଭ ସମୟ । ବିରକ୍ତ ହେଉଥିବା ବୈବାହିକ ଜୀବନରେ କିଛି କୌତୁହଳଜନକ ଖୋଜିବାକୁ ଚେଷ୍ଟା କରନ୍ତୁ ।

କନ୍ୟା: ଅନ୍ୟ ମାନଙ୍କ ସଫଳତାକୁ ପ୍ରଶଂସା କରି ଆପଣ ତାହାର ଆନନ୍ଦ ନେଇ ପାରନ୍ତି । ଟଙ୍କା ରୋଜଗାର କରିବାର ନୂଆ ସୁଯୋଗ ଲାଭ ଦେବ । ପାରିବାରିକ ଲୋକଂକ ସାହାଯ୍ୟ ଆପଣଙ୍କ ଦରକାରକୁ ପୁରା କରିବ । ଭୁଲ ବୁଝା-ମନା କିମ୍ବା କୌଣସି ଭୁଲ ସନ୍ଦେଶ କାରଣରୁ ଆପଣଙ୍କ ଦିନ ଆଜି ନିରାଶଜନକ ହୋଇ ପାରେ । ଏମିତି ଲାଗୁଛିକି କିଛି ସମୟ ପାଇଁ ଆପଣ ଏକ ହେଇ ପଡ଼ିଛନ୍ତି। ସହକରମୀ କିମ୍ବା ସହଯୋଗୀ ଆପଣଙ୍କୁ ସାହାଯ୍ୟ ପାଇଁ ହାଥ ବାଡେଇ ପାରନ୍ତି,କିନ୍ତୁ ସେମାନେ ବେଶୀ ସାହାଯ୍ୟ କରି ପାରିବେ ନାହିଁ।

ତୁଳା: ଆଜି ଦିନଟି ଶୁଭ ରହିବ । ପୁରସ୍କାର, ଲାଭ, ଫାଇଦା, ଯାହା ଇଚ୍ଛା କରିବେ ତାହା ପାଇବେ । ଏହାସହ ଘର, ପରିବାର କିମ୍ବା ବ୍ୟବସାୟ ଯେକୌଣସି କ୍ଷେତ୍ରରେ ଏସବୁ ଆପଣଙ୍କୁ ମିଳିପାରେ । ନୂଆ ଘର ଆଦି କ୍ରୟ କରି ପାରନ୍ତି। ପିଲାମାନେ ଜିଦଖୋର୍ ହେବେ। ସେମାନଙ୍କୁ ବୁଝାନ୍ତୁ। ଆଜି ଆପଣ ନିଜ ପାଇଁ ସମୟ କାଢ଼ିବାକୁ ବହୁତ ଚେଷ୍ଟା କରିବେ କିନ୍ତୁ ସେଥିରେ ଅସଫଳ ହେବେ ସମ୍ଭବ ଅଛିକି ଆପଣଙ୍କ ଜୀବନ-ସାଥୀଙ୍କ କାରଣରୁ ଆପଣଙ୍କ ପ୍ରତିଷ୍ଠାକୁ କ୍ଷତି ଆସିପାରେ ।

ବିଛା: ପରିବାର ଚିନ୍ତାରେ ମନ ଭାରାକ୍ରାନ୍ତ ହେବ । ବିଦ୍ୟାର୍ଥୀମାନେ ସଫଳତାର ସ୍ୱାଦ ଚାଖିବା ଦ୍ୱାରା ନିଜର ମନକୁ ଆହୁରି ଦୃଢକରି ପାଠପଢାରେ ମନ ଲଗାଇବେ । କୌଣସି ଯାତ୍ରା ଯୋଜନା ଥିଲେ , ସ୍ଥଗିତ ରଖନ୍ତୁ । ନିଜ ଭବିଷ୍ୟତ ପାଇଁ ସଞ୍ଚୟ କରନ୍ତୁ। ଧନ ସଞ୍ଚୟ କରିବା ଦ୍ବାରା ଆପଣଙ୍କ ଭବିଷ୍ୟତ ଉଜ୍ଜଳମୟ ହେବ।

ଧନୁ: ଆଜି ମାନସିକ ଦୁଶ୍ଚିନ୍ତା ଆପଣଙ୍କୁ ନିରୁତ୍ସାହିତ କରିବ । ଆଜି ଆପଣଙ୍କ ନିଜର ପରିବାରର ସଦସ୍ୟଙ୍କ ସହ ଝଗଡା କରିପାରନ୍ତି । ଆର୍ଥିକ ଅନାଟନ ଲାଗିରହିବ । ଏନେଇ ଚିନ୍ତା ବଢିବ। ଦେଖି ଚାହିଁ କଥା କୁହନ୍ତୁ। ନଚେତ୍ ଅଯଥା କଳହ ଭିତରେ ପେଶୀ ହେବେ। ଏହାଦ୍ବାରା ଆପଣଙ୍କ

ମକର: ଅତ୍ୟଧିକ ପ୍ରେମ ଓ ପାଗଳାମୀର ଉଚ୍ଚ ସ୍ତର ଆପଣଙ୍କ ଅସୁବିଧାରେ ପକାଇବ। ଆଜି ଆପଣ ପ୍ରିୟ ସହିତ ସମୟ କାଟିବା ଓ ଉପହାର ପାଇବାର ଆଶା କରି ପାରନ୍ତି । ଦୁର୍ଘଟଣା ହୋଇପାରେ ଏବଂ ଆପଣ ବହୁତ ଦିନ ପର୍ଯ୍ୟନ୍ତ ଶଯ୍ୟାଶାୟୀ ହୋଇପାରନ୍ତି । ଆପଣଙ୍କ ଜୀବନସାଥୀ ଆପଣଙ୍କ ଦୋଷକୁ ସୁଧାରିବେ ଓ ଆପଣଙ୍କୁ ଖୁସି ଅନୁଭବ ହେବ ।

କୁମ୍ଭ: ଆପଣ ବିଭିନ୍ନ କାର୍ଯ୍ୟପାଇଁ ସିଦ୍ଧାନ୍ତ ନେବାରେ ନିଜକୁ ଅସହାୟ ମନେ କରିବେ । ଅଯଥା ଖର୍ଚ୍ଚ କରନ୍ତୁ ନାହିଁ । ନିଜର ଖରାପ ବ୍ୟବହାର ଯୋଗୁଁ ପରିବାରର ସଦସ୍ୟଙ୍କ ସହିତ ଝଗଡା ଲାଗିପାରେ । ଯାହା ଆପଣକୁ ଦୁଃଖ ଦେବ । ମାନସିକ ଚିନ୍ତା ବଢିବ। ବିଦ୍ୟାର୍ଥୀମାନେ ସେମାନଙ୍କ ପାଠପଢାରେ ମନୋନିବେଶ କରିବେ ।

ମୀନ: ଟିକେ ଦୁଃଖ ବି ଜୀବନରେ ନିହାତି ଦରକାର ଓ ତେବେ ହିଁ ସୁଖର ପ୍ରକୃତ ମୂଲ୍ୟ ଜଣା ପଡ଼ିବ । ଆଜି ଆପଣ ବହୁତ ଆରାମରେ ଟଙ୍କା ସଂଗ୍ରହ କରି ପାରିବେ। ଲୋକଙ୍କୁ ଦେଇ ଥିବା ପୁରୁଣା ଋଣ ଆଜି ମିଳି ପାରେ। ନହେଲେ କିଛି ନୂଆ ଯୋଜନା ଉପରେ ନିବେଶ କରି ପାଇଁ ଧନ ଅର୍ଜନ କରିପାରନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
All zodiac signs have their own characteristics and traits which define someone's personality. Wouldn't it be helpful if you started your day by already knowing about what's going to come your way?
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X