For Quick Alerts
Turn On Notification  
For Daily Alerts
Oneindia App Download

ଆଜିର ରାଶିଫଳ : ଜାଣନ୍ତୁ କେମିତି ହେବ ଆପଣଙ୍କ ଦିନ ?

ଦୈନିକ ରାଶିଫଳ ପଢନ୍ତୁ । ଜାଣନ୍ତୁ କଣ ରହିଛି 12 ଟି ରାଶିରେ ।

|

ଦିନ କିପରି ଯିବ ? କେଉଁ କାର୍ଯ୍ୟକଳାପ ଗୁଡିକ ଗ୍ରହଣ କରାଯାଇପାରିବ ଏବଂ ଯାହାକୁ ଏଡାଇବା ଉଚିତ ? ଯାହା ଦ୍ୱାରା ଆପଣ ଆବଶ୍ୟକ ସତର୍କତା ଅବଲମ୍ବନ କରିପାରିବେ କିମ୍ବା ବାଧାଦୂର କରିବା ପାଇଁ ପ୍ରତିକାର କରିପାରିବେ, ସେନେଇ ୱାନ ଇଣ୍ଡିଆ ଓଡିଆରେ ପଢନ୍ତୁ ଆଜିର ରାଶିଫଳ ....

ମେଷ: ସୁନ୍ଦର ଜୀବନ ବଞ୍ଚିବା ପାଇଁ ନିଜର ଜିଦ ଓ ଉଦ୍ଧତ ହେବ ପ୍ରକୃତି କୁ ଛାଡ଼ନ୍ତୁ। କାରଣ ଆପଣଙ୍କ କେବଳ ସମୟ ନଷ୍ଟ ହେବ । ଆପଣଙ୍କ ବଦଖର୍ଚ୍ଚ ଉପରେ ସେ ଆଜି ଆପଣଙ୍କୁ ଉପଦେଶ ଦେଇପାରନ୍ତି ଯାହା ଆପଣଙ୍କୁ ଭାଷଣ ଦେଲାପରି ଲାଗିପାରେ ।

ବୃଷ: ଏହି ରାଶିର ବ୍ୟକ୍ତିମାନେ ଆଜି ମଦ୍ୟ ଏବଂ ସିଗାରେଟ ଠାରୁ ଦୂରରେ ରହିବ ଉଚିତ କାରଣ ଆପଣଙ୍କୁ ଏହା ସମୟ ବର୍ବାଦ ହେଲାପରି ପରେ ଲାଗିବ । ଲମ୍ୱା ସମୟ ପରେ ଜୀବନ-ସାଥୀ ସହିତ ସମୟ କାଟିବାକୁ ସୁଯୋଗ ମିଳିବ ।

astrology

ମିଥୁନ: ଆଜି ସୃଜନାତ୍ମକ ବିଚାର ପ୍ରୟୋଗ କରି ବେଶୀ ଟଙ୍କା ରୋଜଗାର କରନ୍ତୁ । ଆପଣଙ୍କ ପିଲା ମାନେ କୌଣସି ଖୁସି ଖବର ଆଣି ପାରନ୍ତି । ଯଦି ଆପଣଙ୍କୁ ଲାଗୁଚି କି ଆପଣ ଅନ୍ୟଙ୍କ ସାହାଯ୍ୟ ବିନା ହିଁ ମହତ୍ଵପୁର୍ଣ କାମ କରି ପାରିବେ, ତାହେଲେ ଆପଣଙ୍କ ଭାବନା ବହୁତ ଭୁଲ ଅଛି । ଭଗବାନଙ୍କ ଉପରେ ବିଶ୍ବାସ ରଖନ୍ତୁ।

କର୍କଟ: ଯାହାକୁ ଆପଣ ପସନ୍ଦ କରନ୍ତି, ତାଙ୍କ ସହିତ ଆପଣଙ୍କ କଠୋର ବ୍ୟବହାର ଆପଣଙ୍କ ସମ୍ବନ୍ଧରେ ଦୂରତା ବଢ଼େଇପାରେ। ଏନେଇ ବିବାଦ ଲାଗିପାରେ । ସାବଧାନ ରହିବା ସହିତ ନିଜର କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।

ସିଂହ: ଜୀବନସାଥୀଙ୍କ କାରଣରୁ ଆପଣଙ୍କୁ ନିଜ ଇଚ୍ଛା ବିରୁଦ୍ଧରେ ବାହାରକୁ ଯିବାକୁ ପଡ଼ିପାରେ, ଯାହା ପରେ ଆପଣଙ୍କ ବିରକ୍ତ ହେବାର କାରଣ ହୋଇ ପାରେ । ନକ୍ଷେତ୍ର କହୁଛନ୍ତିକି ଆଜି ଆପଣ ନିଜର ଦିନ ଟିଭି ଦେଖିବାରେ ବିତାଇବେ । ପରିବାର ସହିତ ଦିନ କାଟିବେ । କିଛି ନୂଆ ବହି ପଢିବେ ।

କନ୍ୟା: ଦିନଟି ଭଲରେ ବିତିବ ନାହିଁ । ନୂତନ ଭାଗିଦାରୀ କରିବା ଆପଣଙ୍କ ପାଇଁ ଫଳଦାୟୀ ରହିବ ଅନ୍ୟକୁ ବୁଝେଇବାର ଶକ୍ତିର ଲାଭ ଉଠାନ୍ତୁ, ତାହା ଉନ୍ନତି କରିବାରେ ସାହାଯ୍ୟ କରିବ । ଆଜି ଆପଣ ନିଜର ଜୀବନର କିଛି ସ୍ମରଣୀୟ ସନ୍ଧ୍ୟା ଭିତରୁ ଗୋଟେ ନିଜର ଜୀବନସାଥୀ ସହିତ ବିତାଇ ପାରନ୍ତି ।

ତୁଳା: ନୂତନ ଜିନିଷ ଉପରେ ଧ୍ୟାନ ଲଗାନ୍ତୁ ଓ ସବୁଠୁ ଭଲ ସାଙ୍ଗଠୁ ସାହାଯ୍ୟ ନିଅନ୍ତୁ । ବୈବାହିକ ଜୀବନରେ ସବୁ ଅସୁବିଧା ପରେ ବି ଆପଣ ଓ ଆପଣଙ୍କ ଜୀବନସାଥୀ ପୁଣି ଠାରେ ପ୍ରେମର ଗଭୀରତା ଅନୁଭବ କରିବେ । ଦିନଟି ମୋଟା ମୋଟି ଭାବେ ଭଲରେ ବିତିବ । ଅନ୍ୟକୁ ବୁଝେଇବାର ଶକ୍ତିର ଲାଭ ଉଠାନ୍ତୁ, ତାହା ଉନ୍ନତି କରିବାରେ ସାହାଯ୍ୟ କରିବ । ଆପଣଙ୍କ ଜୀବନସାଥୀ ଆଜି ଆପଣଙ୍କୁ ଆପଣଙ୍କର ଛୋଟ ବେଳ କଥା ମନେ ପକାଇବେ କି ଆପଣ କେତେ ଦୁଷ୍ଟ ଥିଲେ ।

ବିଛା: ଆପଣଙ୍କ ସବୁଠୁ ବଡ ସ୍ବପ୍ନ ସତରେ ବଦଳି ପାରେ । ଆପଣଙ୍କୁ ଆପଣଙ୍କ ଶେଷ ସମୟ ଛୁଆଙ୍କ ସହିତ ଖର୍ଛ କରିବା କଥା, ତାହା ପାଇଁ ଆପଣଙ୍କୁ କିଛି ବିଶେଷ ବି କରିବାକୁ ପଡି ପାରେ । ପ୍ରେମର ଦୃଷ୍ଟିରୁ ଏହା ଉତ୍ତମ ଦିନ । କୌଣସି ଅଯଥା କଳହ ବା ଦ୍ଵନ୍ଦରେ ପଡନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସ୍ୱାସ୍ଥ୍ୟ କାରଣରୁ ଆପଣ ଚିନ୍ତାରେ ପଡ଼ି ପାରନ୍ତି ।

ଧନୁ: ଆପଣଙ୍କର କୌଣସି ସହକର୍ମୀ ଆପଣଙ୍କର ମୂଲ୍ୟବାନ ବସ୍ତୁ ଚୋରି କରିପାରେ ସେଥିପାଇଁ ସାବଧାନ ରୁହନ୍ତୁ ଓ ମୂଲ୍ୟବାନ ସାମଗ୍ରୀକୁ ଯତ୍ନର ସହିତ ରଖନ୍ତୁ । ଯଦି ଆପଣ ପାର୍ଟି କରିବା ବିଷୟରେ ଭାବୁଛନ୍ତି, ତାହେଲେ ନିଜର ସାଙ୍ଗସାଥୀଙ୍କୁ ନିମନ୍ତ୍ରଣ ଦିଅନ୍ତୁ ।

ମକର: ବିଦେଶକୁ ଯାଇ ଶିକ୍ଷା ଅର୍ଜନ କରିବାପାଇଁ ଚାହୁଁଥିବା ଛାତ୍ର ଛାତ୍ରୀ ମାନଙ୍କୁ ଆଜି ଘରର ଆର୍ଥିକ ସଙ୍କଟ ବ୍ୟସ୍ତ କରିପାରେ । ଦେଖା ଗଲେ ଆଜି ଦିନଟା ଭଲ କଟିବ । କିନ୍ତୁ ଯାହା ଉପରେ ଆପଣ ଆଖି ବନ୍ଦ କରିକି ବିଶ୍ୱାସ କରୁଛନ୍ତି , ସିଏ ଆପଣଙ୍କ ବିଶ୍ୱାସରେ ବିଷ ମିଶେଇ ପାରେ । ଦିନଟି ମଧ୍ୟମ ଧରଣର ରହିବ।

କୁମ୍ଭ: ଏହି ରାଶିର ବ୍ୟକ୍ତିମାନେ ଆଜି ଖାଲି ସମୟରେ ତାଙ୍କର କୌଣସି ସମସ୍ୟାର ସମାଧାନ କରିବାପାଇଁ ଚେଷ୍ଟା କରିବେ । ଅଲଗା-ଅଲଗା ଚିନ୍ତାଧାରା କାରଣରୁ ଆପଣ ଓ ଆପଣଙ୍କ ଜୀବନସାଥୀ ମଧ୍ୟରେ ବାଦ-ବିବାଦ ହୋଇ ପାରେ ।

ମୀନ: ଭଲ ପାଇବା ଭାବନା ଯୋଗୁଁ ଆଜି ଆପଣ ସଂଧ୍ୟା ବେଳକୁ ଅଧିକ ଖୁସି ଓ ଉତ୍ତେଜିତ ଅନୁଭବ କରିବେ । ଯେଉଁ ମାନେ ଆପଣଙ୍କ କାର୍ଯ୍ୟରେ ବାଧା ଦେଉଛନ୍ତି , ସେଇ ମାନେ ଆପଣଙ୍କ ଆଖି ସମାନରେ ହିଁ ତଳକୁ ଖସି ଯିବେ । କାର୍ଯ୍ୟକ୍ଷେତ୍ରରେ କୌଣସି କାମ ଅଟକିଯିବା ହେତୁ ଆଜି ସଂଧ୍ୟାର ବହୁମୂଲ୍ୟ ସମୟ ଆପଣଙ୍କର ଖରାପ ହୋଇପାରେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Daily Horoscope signifies the astrological predictions for all the 12 zodiac signs on a daily basis. It gives you forecasts for the day you choose and also for the near future sometimes. These daily predictions are given by expert astrologers for each of the 12 zodiac signs.
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X