ଦୈନିକ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଆଜିର ଦିନ
ଦୈନିକ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଆଜିର ଦିନ
ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? ଆପଣଙ୍କ ଜୀବନସାଥୀଙ୍କ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ୱାନ ଇଣ୍ଡିଆ ଓଡ଼ିଆ ଆଜିର ରାଶିଫଳ ସହ ଯୋଡ଼ି ହୋଇ ରୁହନ୍ତୁ....
ମେଷ:ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତାରେ ରହିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ ।
ବ୍ୟବାସାୟରେ ଉନ୍ନତି ହେବ । ଦୂରଯାତ୍ରା କରିପାରନ୍ତି । ପରିବାର ସହ ସମୟ ବିତାଇବା ପାଇଁ ପସନ୍ଦ କରିବେ ।
ବୃଷ:ଆଜିର ଦିନ ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ । ଶତ୍ରୁ ମାନେ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ସଫଳତା
ପାଇବେ । ଯାତାୟତ ସମୟରେ ସତର୍କ ରୁହନ୍ତୁ । ପାରିବାରିକ ସମସ୍ୟା ପାଇଁ ଚିନ୍ତାରେ ରହିବେ ।
ମିଥୁନ:ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ନୂଆ ଲକ୍ଷ ପୂରଣ କରିବା ପାଇଁ ପରିବାରର ସାହାଯ୍ୟ ସହଯୋଗ ପାଇବେ । ଅଟକି ରହିଥିବା କାର୍ଯ୍ୟ ଆଜି ପୂରଣ ହେବ । ବକୟା ଟଙ୍କା ଫେରି ପାଇବେ । ଛାତ୍ରଛାତ୍ରୀ ପାଠପଢାରେ ସମୟ ଅତିବାହିତ
କରିବେ ।
କର୍କଟ:ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟର ଧ୍ୟାନ ରଖନ୍ତୁ ଓ ପ୍ରତ୍ୟେକ ଜିନିଷକୁ ବ୍ୟବସ୍ଥିତ ରଖନ୍ତୁ । ଧନ ପ୍ରାପ୍ତି ହେବ । ବିଦେଶ ଯାତ୍ରାର ସୁଯୋଗ ପାଇପାରନ୍ତି । କାର୍ଯ୍ୟାଳୟରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ ।
ସିଂହ:ରାଜନୀତି କ୍ଷେତ୍ରରେ ସୁଫଳ ପାଇବେ । ସାମାଜିକ ପତିଆରା ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ସୁନାମ ଅର୍ଜନ କରିବେ । ନୂଆ ଯାନବାହନ କିଣିବାରେ ସମସ୍ୟା ସୃଷ୍ଟି ହୋଇ ପାରେ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ ।
କନ୍ୟା: ଆଜିର ଦିନଟି ଭଲରେ କଟିବ । ପରିବାର ସହ ସମୟ ବିତାଇବେ । ଭାଇ ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଉତ୍ତମ ହେବ । ଘରୋଇ ବିବାଦରୁ ଦୂରେଇ ରୁହନ୍ତୁ । କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଚିନ୍ତାରେ ରହିପାରନ୍ତି । ଛୋଟପିଲାଙ୍କ ପାଇଁ ଦିନଟି ଅତ୍ୟନ୍ତ ଭଲ ରହିବ ।
ତୁଳା:ପରିବାର ଚିନ୍ତାରେ ମନ ଭାରାକ୍ରାନ୍ତ ହେବ । ଛାତ୍ରଛାତ୍ରୀ ପାଠପଢାରେ ମନ ଲଗାଇବେ । କୌଣସି କାରଣରୁ ଦୂରଯାତ୍ରା କରିପାରନ୍ତି । ଭବିଷ୍ୟତ ପାଇଁ ସଞ୍ଚୟ କରନ୍ତୁ । ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।
ବିଛା:ଆଜି ଆପଣଙ୍କ ଦିନଟି ମିଶ୍ରିତ ଫଳ ଦେବ । ନିଜ ଭବିଷ୍ୟତ ପାଇଁ ବା କ୍ୟାରିୟର ପାଇଁ କୌଣସି ବଡ଼ ପଦକ୍ଷପ ନେଇ ପାରନ୍ତି । ପରିବାର ସହ ସମୟ ବିତାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ଆଜି କୌଣସି ଶୁଭ ସମ୍ବାଦ ପାଇପାରନ୍ତି । ଧନ ପ୍ରାପ୍ତ ହେବାର ସମ୍ଭାବନା ରହିଛି ।
ଧନୁ:କର୍ମକ୍ଷେତ୍ରରେ ଅନେକ ଦିନର ଆଶା ପୂରଣ ହେବ । ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ ଅନୁକୂଳ ପରିଣାମ ପାଇବେ । ଜୀବନସାଥୀଙ୍କ ସହ କୌଣସି କାରଣରୁ ମତଭେଦ ହୋଇପାରେ ।
ମକର:ପରିବାର ଓ ବନ୍ଧୁଙ୍କ ସହ ଦିନଟି କଟିବ । କର୍ତ୍ତବ୍ୟ ପରାୟଣ ହେବେ । ପରୀକ୍ଷା ଏବଂ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ଶତ୍ରୁ ବୃଦ୍ଧି ହୋଇ ପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ
କୁମ୍ଭ: କାର୍ଯ୍ୟରେ ସଫଳତା ମିଳିବ । ଅଫିସ ପରିସ୍ଥିତିକୁ ନେଇ ଚିନ୍ତାରେ ରହିବେ । ରାସ୍ତାଘାଟରେ ସତର୍କ ହୋଇ ଯିବା ଆସିବା କରନ୍ତୁ । ପାରିବାରିକ ଜୀବନ ସୁଖମୟ ହେବ ।

ମୀନ:ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅର୍ଥ ଲାଭ କରିପାରନ୍ତି । ଉଚ୍ଚ ଆଶା ପୂରଣ ହେବ । ବୈବାହିକ ଜୀବନ ସୁଖମୟ ହେବ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications