Get Updates
Get notified of breaking news, exclusive insights, and must-see stories!

ଆଜିର ରାଶିଫଳ: କେମିତି ରହିବ ଆପଣଙ୍କ ଆଜିର ଦିନ,ଜାଣନ୍ତୁ

କେମିତି ବିତିବ ଆପଣଙ୍କ ଦିନ? ପ୍ରେମ, ଶିକ୍ଷା, ପରିବାର ଏସବୁ ପାଇଁ ଆପଣଙ୍କ ରାଶିରେ କିପରି ରହିବ ଗ୍ରହର ସ୍ଥିତି, ଜାଣିବା ପାଇଁ ପଢନ୍ତୁ ୱାନ ଇଣ୍ଡିଆ ଓଡ଼ିଆ ଆଜିର ରାଶିଫଳ...

କେମିତି ବିତିବ ଆପଣଙ୍କ ଦିନ? ପ୍ରେମ, ଶିକ୍ଷା, ପରିବାର ଏସବୁ ପାଇଁ ଆପଣଙ୍କ ରାଶିରେ କିପରି ରହିବ ଗ୍ରହର ସ୍ଥିତି, ଜାଣିବା ପାଇଁ ପଢନ୍ତୁ ୱାନ ଇଣ୍ଡିଆ ଓଡ଼ିଆ ଆଜିର ରାଶିଫଳ...

astrology

ମେଷ: ଆଜି ଦିନଟି ଭଲରେ କଟିବ । ସମ୍ଭାଳିକି ବନ୍ଧୁ ମାନଙ୍କ ସହିତ କଥା ହୁଅନ୍ତୁ। କାରଣ ଝଗଡା ହେବାର ସମ୍ଭାବନା ଅଛି। ବୟସ୍କ ବ୍ୟକ୍ତିମାନେ ସେମାଙ୍କର ପୁରୁଣା ସାଙ୍ଗମାନଙ୍କ ସହିତ ସମୟ ବିତାଇ ପାରନ୍ତି। ଆପଣଙ୍କୁ ନିଜର ଜୀବନସାଥୀଙ୍କର ଭିନ୍ନ ରୂପ ଦେଖିବାକୁ ମିଳିବ। ଯାହା ଆପଣଙ୍କୁ ଦୁଃଖ ଅନୁଭବ କରିବେ।

ବୃଷ: ଆଜି ବନ୍ଧୁଙ୍କ ସହଯୋଗ ଯୋଗୁଁ ମନର ବୋଝ ହାଲୁକା ହେବ । ଆପଣ ଓ ଆପଣଙ୍କର ପ୍ରିୟଜନ ଅଧିକ ସମୟ ଏକାଠି କାଟିଲେ ବୁଝିବା ଶକ୍ତି ବଢିବ । ଆଜି ଆପଣଙ୍କର କୌଣସି ବନ୍ଧୁ ଆପଣଙ୍କ ଘରକୁ ଆସି ଆପଣଙ୍କ ସହିତ ସମୟ କାଟିପାରେ ।ଜୀବନ-ସାଥୀ ସହିତ ଆଜି ଦିନ ଅନ୍ୟ ଦିନ ଅପେକ୍ଷା ଭଲ ରହିବ । ଆଜି ଆପଣଙ୍କୁ ଆପଣଙ୍କ ପ୍ରେମୀ ଦୁରେଇ ଗଲା ପରି ଲାଗିପାରେ ।

ମିଥୁନ: ନିଜର ନକରାତ୍ମକ ଚିନ୍ତାଧାରା ଯୋଗୁଁ ଆପଣ ପ୍ରଗତି କରି ପାରୁନାହାନ୍ତି । ଏହି କଥା କୁ ବୁଝିବା ପାଇଁ ଏହା ଉତ୍ତମ ସମୟ କି ଆପଣଙ୍କର ଚିନ୍ତା କରିବାର ଅଭ୍ୟାସ ଆପଣଙ୍କ ଭାବନା ଶକ୍ତିର ଅନ୍ତ କରି ଦେଇଛି । ବିଦେଶରେ ରହୁଥିବା କୌଣସି ବନ୍ଧୁ-ବାନ୍ଧବ ଠୁ ମିଳି ଥିବା ଉପହାର ଆପଣଙ୍କୁ ଖୁସି ଦେଇ ପାରେ । ଆପଣଙ୍କର ଚୁମ୍ବକୀୟ ବ୍ୟକ୍ତିତ୍ୱ ବହୁତ ଲୋକଙ୍କ ହୃଦୟ ଜିତି ନବ ।

କର୍କଟ: ପାଠ ପଢା ଜାଗାରେ ଘରୁ ଅତି ଡ଼େରି ଯାଏଁ ବାହାରେ ରହିବ କାରଣରୁ ଆପଣଙ୍କ ମାତା-ପିତା ଆପଣଙ୍କ ଉପରେ କ୍ରୋଧିତ ହୋଇ ପାରନ୍ତି । କ୍ୟାରିୟର ପାଇଁ ଯୋଜନା ବନେଇବା ସେତିକି ହି ଆବଶ୍ୟକ , ଯେତିକି ଖେଳ-ଖୁଦ ।ସେଥିପାଇଁ ମାତା-ପିତାଙ୍କୁ ଖୁସି ରଖି ପାଇଁ ଦୁଇଟାରେ ହିଁ ସନ୍ତୁଳନ ରଖିବା ଆବଶ୍ୟକ । କ୍ରୋଧିତ ଜୀବନସାଥୀଙ୍କୁ ସ୍ଥିର ଓ ଶାନ୍ତ କରିବାକୁ ଚେଷ୍ଟା କରନ୍ତୁ।

ସିଂହ: ଅନ୍ୟର ସହଯୋଗ ବିନା ମଧ୍ୟ ଆପଣ ଧନ ଅର୍ଜନ କରିବାରେ ସକ୍ଷମ । କେବେ ନିଜ ଉପରେ ବିଶ୍ୱାସ ରଖିବା ଆବଶ୍ୟକ । ବିଦେଶରେ ରହୁଥିବା କୌଣସି ବନ୍ଧୁ-ବାନ୍ଧବ ଠୁ ମିଳି ଥିବା ଉପହାର ଆପଣଙ୍କୁ ଖୁସି ଦେଇ ପାରେ । ଆପଣଙ୍କ ପ୍ରେମୀଙ୍କର ଅନାବଶ୍ୟକ ଅନୁରୋଧ କୁ ଗୁରୁତ୍ୱ ଦିଅନ୍ତୁ ନାହିଁ ।

କନ୍ୟା: ଆଜି ଆପଣଙ୍କୁ ଧନଲାଭ ହୋଇପାରେ । ଆପଣଙ୍କୁ ଖୁସି କରିବା ପାଇଁ ଆପଣଙ୍କ ଜୀବନ-ସାଥୀ ବହୁତ ଚେଷ୍ଟା କରିବେ। ଆପଣଙ୍କ ଦେଶ ବିଷୟରେ କିଛି ନୂଆ ତଥ୍ୟ ଜାଣି ଆପଣ ଆଶ୍ଚର୍ଯ୍ୟ ହୋଇପାରନ୍ତି । ଗୁରୁଜନଙ୍କ ଆର୍ଶୀବାଦ ଆପଣଙ୍କ ଉପରେ ରହିବ ।

ତୁଳା: ଆଜି ଦିନଟି ଆପଣଙ୍କ ଅନେକ କାର୍ଯ୍ୟବ୍ୟସ୍ତତାରେ ଯିବ । ବିଶେଷକରି ପୁରୁଣା ଲୋକଙ୍କ ସହ ଯୋଗାଯୋଗ କରିବା ଅନ୍ତର୍ଭୁକ୍ତ ରହିବ । ଏକ ଭଲ ଚାକିରି ପାଇଁ ଇଣ୍ଟର୍ଭ୍ୟୁର କଲ୍‍ ଆସିପାରେ । କାର୍ଯ୍ୟସ୍ଥଳରେ ଅଧିକ ଦାୟିତ୍ଵ ଆପଣଙ୍କୁ ଦିଆଯାଇପାରେ । ଏହାକୁ ସୁଚାରୁରୂପେ ତୁଲାଇବା ପାଇଁ ଚେଷ୍ଟା କରନ୍ତୁ ।

ବିଛା: ଆପଣଙ୍କ ସହଜ ଜ୍ଞାନ ଭାବନାଗୁଡିକ ଆଜି ଆପଣଙ୍କ କାର୍ଯ୍ୟକୁ ନିୟନ୍ତ୍ରଣ କରିବ । ଆପଣ କାର୍ଯ୍ୟର ଚାପକୁ ପଛରେ ପକାଇ ଅଧିକ ଉତ୍ସାହର ସହିତ କାମଗୁଡିକ କରିବେ । ଆପଣଙ୍କ ସ୍ଵାଭାବିକତାକୁ ଅନୁସରଣ କରନ୍ତୁ ଓ କାର୍ଯ୍ୟର ଚାପ ଅଧିକ ଥିବା ବେଳେ ମନ ହାଲୁକା କରିବା ପାଇଁ ଭଲ ଗୀତ ଶୁଣନ୍ତୁ।

ଧନୁ: ଆଜି ଆପଣ ପରିଶ୍ରମରୁ କିଛିଟା ମୁକ୍ତ ରହିବେ । ଆଜି ଆପଣଙ୍କ ଜୀବନସାଥୀଙ୍କ ସହ ଫିଲ୍ମ ଦେଖିବାକୁ ଯାଆନ୍ତୁ । ଆପଣଙ୍କ ପରିବାର ସହ ବାହାରକୁ ବୁଲିବାକୁ ଯାଇପାରନ୍ତି । ସେ ଯାହା ବି ହେଉ, ଧିରେଧିରେ ଆପଣଙ୍କ ପକେଟ ହାଲୁକା ହେବ । ବ୍ୟବସାୟୀ କ୍ଷତି ସହିବେ ।

ମକର: ଆପଣ ଅନ୍ୟମାନଙ୍କ ଠାରୁ ଜୀବନଶୈଳୀ ଅନୁସରଣ କରନ୍ତି ଓ ଆଜି ମଧ୍ୟ ଆପଣଙ୍କ ପାଇଁ ସ୍ଵାସ୍ଥ୍ୟ ସମ୍ପର୍କିତ କୌଣସି ସମସ୍ୟା ରହିବ ନାହିଁ । ଦୂରଯାତ୍ରା ପାଇଁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଜୀବନ ସାଥି ସନ୍ଧାନରେ ଥିବା ବ୍ୟକ୍ତିଙ୍କ ମନୋବାଞ୍ଛା ପୂର୍ଣ୍ଣ ହେବ । ବିଦ୍ୟାର୍ଥୀ ପରିଶ୍ରମୀ ହେବେ ।

କୁମ୍ଭ: ଦିନଟି ଆପଣଙ୍କ ପାଇଁ ଶୁଭଫଳଦାୟକ । ଦୃଢ ବିଶ୍ୱାସ ଓ ଠିକ ସିଦ୍ଧାନ୍ତ ଆପଣଙ୍କୁ ସବୁ କାର୍ଯ୍ୟ ସୁଚାରୁରୁପେ ସମ୍ପାଦନ କରିବାକୁ ପ୍ରେରଣା ଯୋଗାଇବ । ଠିକ ସମୟରେ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାର ପ୍ରୟାସ ଜାରି ରଖିବେ । ଘରପାଇଁ କିଛି ଦରକାରୀ ଆବଶ୍ୟକୀୟ ଜିନିଷ କିଣିପାରନ୍ତି । ପରିବାର ସଦସ୍ୟ ସହଯୋଗ କରିବେ ।

ମୀନ: ସୁସ୍ଥ ପାରିବାରିକ ଓ କର୍ମମୟ ଜୀବନରେ ତୃପ୍ତି ଲାଭ କରିବେ । କୌଣସି ସମସ୍ୟାର ସମାଧାନ କରିବାକୁ ପଡିଲେ କ୍ରୋଧ ପ୍ରକାଶ ନକରି କୋମଳ କଥାରେ ଅନାୟସରେ ସାମାଧାନ କରିବା ଶ୍ରେୟସ୍କର । ମାଆଙ୍କଠାରୁ ଶୁଭସମ୍ୱାଦ ପାଇପାରନ୍ତି । ପିଲାମାନେ ଭଲ ପାଠ ପଢିବେ । ଅଧିକ ପରିଶ୍ରମୀ ହେବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+