ଆଜିର ରାଶିଫଳ 5 ସେପ୍ଟେମ୍ବର
ଆଜି ସେପ୍ଟେମ୍ବର ମାସ ୦୫ ତାରିଖ ୨୦୨୧ ମସିହା (ରବିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଭାଦ୍ରମାସ-କୃଷ୍ଣପକ୍ଷ
ତିଥି-ତ୍ରୟୋଦଶୀ ଦିବା ଘ୦୮/୧୯ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଅଶ୍ଳେଷା ସଂ ଘ୦୬/୪୫ ପର୍ଯ୍ୟନ୍ତ ତଦନ୍ତେ ମଘା
ଚନ୍ଦ୍ର- କର୍କଟ ସଂ ଘ୦୬/୪୫ ପର୍ଯ୍ୟନ୍ତ ତଦନ୍ତେ ସିଂହ

ଆଜିର ରାଶିଫଳ
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ: ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ: ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା: ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।
କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications