ଆଜିର ରାଶିଫଳ: ରାଶିଫଳ: ୬ ଅକ୍ଟୋବର ୨୦୨୧ (ଶୁକ୍ରବାର)
ଆଜିର ରାଶିଫଳ: ୦୬ ଅକ୍ଟୋବର, ୨୦୨୧ ମସିହା (ବୁଧବାର)

ମେଷ: ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ବୃଷ: ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
ମିଥୁନ: -ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ: -ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିଂହ: - ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
କନ୍ୟା: ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ
ତୁଳା: ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
ବିଛା: ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
ଧନୁ: ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ମକର: ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
କୁମ୍ଭ: ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
ମୀନ: ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications