Get Updates
Get notified of breaking news, exclusive insights, and must-see stories!

ଆଜିର ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ୱାନ ଇଣ୍ଡିଆ ସହ ଯୋଡି ହୋଇ ରୁହନ୍ତୁ ...

ଆଜି କେମିତି ରହିବ ଆପଣଙ୍କ ଦିନ ? ଶିକ୍ଷା, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ୱାନ ଇଣ୍ଡିଆ ସହ ଯୋଡି ହୋଇ ରୁହନ୍ତୁ ...

Rashi phala

ମେଷ: ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଆଜିର ସକାଳ ହେଉଛି ସବୁଠାରୁ ଉତ୍ତମ । ବ୍ୟବସାୟୀ ଏବଂ ପେଶାଦାରମାନେ ସେମାନଙ୍କ କାର୍ଯ୍ୟରେ ଉତ୍ତମ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ ଏବଂ ସେମାନଙ୍କ ବରିଷ୍ଠ କାର୍ଯ୍ୟରେ ସନ୍ତୁଷ୍ଟ ଏବଂ ଖୁସି ହେବେ ।

ବୃଷ: ଆପଣଙ୍କ ବନ୍ଧୁଙ୍କ ସହିତ ଆନନ୍ଦରେ ସମୟ ବିତାଇବେ, ଯେହେତୁ ସେମାନଙ୍କ ସହିତ ବୋଲିଙ୍ଗ୍‌ କରିବାର ଆନନ୍ଦ ନେବେ କିମ୍ୱା ଡ୍ୟାନ୍‌ସ୍‌ ଫ୍ଲୋର୍‌ ରେ ଡ୍ୟାନ୍‌ସ୍‌ କରିବେ । ଅବଶ୍ୟ ଅନ୍ୟ ପକ୍ଷରେ, ଆପଣଙ୍କ ମଧ୍ୟରୁ କେତେକ ସାରାଦିନ ଅର୍ଥ ଯୋଗାଡ କରିବାରେ ବିତାଇବେ ।

ମିଥୁନ: ଆପଣ ଆପଣଙ୍କ ରାରିପଟେ ଏକ ଅନୁକୂଳ ବାତାବରଣ ସୃଷ୍ଟି କରିବେ, ଯାହାକି ଆପଣଙ୍କ ମନୋବୃତ୍ତି ଏବଂ ପ୍ରଚେଷ୍ଟାରେ ପ୍ରତିଫଳିତ ହେବ । ଅତ୍ୟନ୍ତ ହସ ଖୁସିରେ ପରିବାର ଏବଂ ବନ୍ଧୁ ମେଳରେ ଦିନଟି ବିତାଇବେ । ହୁଏତ ଆପଣ ଅନେକ ସପିଙ୍ଗ୍‌ କରିବା ଯାଇପାରନ୍ତି ଏବଂ ସ୍ୱାଦଯୁକ୍ତ ଖାଦ୍ୟ ଖାଇପାରନ୍ତି ।

କର୍କଟ: ଆଜି ନିଜ କାର୍ଯ୍ୟର ଫଳ ପାଇବେ। ଘରର ସାଜସଜ୍ଜା ପ୍ରତି ରୁଚି ବଢିବ। ଆପଣ କୌଣସି କାରଣରୁ କାହା ସଙ୍ଗରେ ଯୁକ୍ତିତର୍କ କରି କଳହ କରନ୍ତୁ ନାହିଁ । କାରଣ ଏହା ଆପଣଙ୍କୁ ଉତ୍ତେଜିତ କରି ପରିସ୍ଥିତିକୁ ଖରାପ କରି ଦେଇପାରେ । ସତର୍କ ରୁହନ୍ତୁ ।

ସିଂହ: ଅନେକ ସମସ୍ୟାର ସମାଧାନ ଆପଣଙ୍କ ପାଖେ ଅଛି । ଲୋକଙ୍କୁୁ ପ୍ରଭାବିତ କରିବେ । ନୂଆ ଦାୟିତ୍ବ ନିର୍ବାହ କରିବେ । ଆଜି ଆପଣଙ୍କର ଅର୍ଥ ହାନି ମଧ୍ୟ ଘଟିପାରେ । ଶାରୀରିକ ଅସୁସ୍ଥତା ଲାଗି ରହିପାରେ । ତେଣୁ ନିଜର ଆହାର ପ୍ରତି ଯତ୍ନବାନ ହୁଅନ୍ତୁ

କନ୍ୟା: ଆପଣଙ୍କ କଳା ପ୍ରସ୍ଫୁଟିତ ହେବ । ନିଜ ଲୋକଙ୍କୁୁ ନେଇ ଖୁସି ଅନୁଭବ କରିବେ । ଘରେ ଉପଯୁକ୍ତ ସ୍ଥାନରେ ଆସବାବପତ୍ର ସଂଖ୍ୟା ବୃଦ୍ଧି କରିବେ । ସମସ୍ତ ଜିନିଷ ପାଇଁ ଉତ୍କୃଷ୍ଟ ହେଉଛି ସର୍ବେସର୍ବା । ବ୍ୟକ୍ତିଗତ ଭାବେ ଆପଣ ନିଜ ବାପାଙ୍କଠାରୁ ଲାଭବାନ ହେବେ । ଘରେ ଖୁସି ଏବଂ ଶାନ୍ତି ପୁର୍ବକ ଆପଣଙ୍କ ଦିନ ସମାପ୍ତ ହେବ ।

ତୁଳା: ଆଜି ଆପଣଙ୍କ ପାଇଁ ଗୋଟେ ଭଲ ଦିନ ହେବାକୁ ଯାଉଛି । ଅନ୍ୟମାନଙ୍କ ସହ ନିଜକୁ ମିଶାଇ ଦିଅନ୍ତୁ । ସଂନ୍ଦ୍ୟାର ଖର୍ଚ୍ଚକରି ଦାମୀ ଜିନିଷ କିଣିବେ । ବ୍ୟବସାୟୀଙ୍କ ନିମନ୍ତେ ଲାଭର ପରିମାଣ ବୃଦ୍ଧି ପାଇପାରେ । ସୁଷମ ଖାଦ୍ୟ ଖାଆନ୍ତୁ , ନଚେତ ଶାରୀରିକ ଅସୁସ୍ଥତା ଭୋଗିପାରନ୍ତି । ଆପଣ କାହା ସଙ୍ଗରେ ଅଯଥା ଯୁକ୍ତିତର୍କ କରି ଉତ୍ତେଜିତ ହୁଅନ୍ତୁ ନାହିଁ । ତୀର୍ଥଯାତ୍ରା କରିପାରନ୍ତି ।

ବିଛା: ବିଜନେସ୍ କ୍ଷେତ୍ରରେ ଆତ୍ମ ନିର୍ଭରଶୀଳ ବ୍ୟକ୍ତିମାନେ ଲାଭବାନ ହେବେ। କାର୍ଯ୍ୟରେ ଅଧିକ ଖର୍ଚ୍ଚ କରିବାକୁ ପଡିବ। ସନ୍ଧ୍ୟାରେ ପରିବାର ସହ ସମୟ ବିତାଇବେ। ଅଜଣା ବ୍ୟକ୍ତିଙ୍କ ସହ ବନ୍ଧୁତା ସ୍ଥାପନ କରନ୍ତୁ ନାହିଁ କିମ୍ୱା ନିଜେ ଧୀର ସ୍ଥିର ଚିତ୍ତରେ ଭାବିଚିନ୍ତି ଲୋକଙ୍କ ସହ ବନ୍ଧୁତ୍ୱ କରିପାରନ୍ତି । ଯୋଗ ଓ ଧ୍ୟାନ କରିବା ଦ୍ୱାରା ଆପଣଙ୍କର ମାନସିକ ଶାନ୍ତି ଅବ୍ୟାହତ ରହିପାରେ ।ଧନୁ: ନିଜର ଆଗ୍ରହ ଏବଂ କର୍ମ ଦୁଇଟିରେ ପାର୍ଥକ୍ୟ ଅନୁଭବ କରିବେ। ଏହା ମଧ୍ୟରେ ସମନ୍ବୟ ପାଇଁ ଚେଷ୍ଟା କରିବେ।

ମକର: ଦୁନିଆରେ ନିଜ ପରିବାରକୁ ଛାଡ଼ିଦେଲେ ଆଉ କାହାଠାରୁ ସେହିପରି ସହଯୋଗ ପାଇବେ ନାହିଁ। ଏହା ଦ୍ବାରା ଅସାଧ୍ୟ କାର୍ଯ୍ୟ ଗୁଡ଼ିକୁ ମଧ୍ୟ ସାଧନ କରିପାରିବେ ।ବ୍ୟବସାୟୀ, ପେଶାଦାର, ଗୃହିଣୀ ଏବଂ ଛାତ୍ରମାନେ ଆରାମଦାୟକ ଏବଂ ସହଜ ଜୀବନ ବିତାଇବେ । ଆପଣଙ୍କ ବିରୋଧୀ ପରାସ୍ତ ସ୍ୱୀକାର କରିବେ । ସ୍ୱାସ୍ଥ୍ୟ ଆପଣଙ୍କ ପାଇଁ ଅସୁବିଧା ସୃଷ୍ଟି କରିବ ନାହିଁ ।

କୁମ୍ଭ: ଚାରିଆଡୁ ବହୁ ଉତ୍ସାହ ପାଇବେ। ଉପରସ୍ଥ କର୍ମଚାରୀ ଆପଣଙ୍କୁ ପ୍ରଶଂସା କରିବେ। ଦିନଟି ଆନନ୍ଦଦାୟକ । ଆଜି ଆପଣଙ୍କ ପାଇଁ ସବୁଠାରୁ ଭଲ ଜିନିଷ ହେଉଛି ଆପଣ ନିଜର ସୃଜନଶୀଳ ଗୁଣ ବ୍ୟବହାର କରି ଏକ ସୁନ୍ଦର କଳା ପ୍ରସ୍ତୁତ କରିବେ ।

ମୀନ: ଖୁସି ଖବର ପାଇବେ ଯାହାକି ପରିବାରରେ ଉତ୍ସବର ବାତାବରଣ ସୃଷ୍ଟି କରିବ। କିଛି ପୁରୁଣା ଡିଲ ଆଜି ସମ୍ପୂର୍ଣ୍ଣ ହୋଇପାରେ। ବ୍ୟବସାୟ ପାଇଁ ବାହାରକୁ ଯାଇପାରନ୍ତି । ବିଶେଷ ଭାବରେ ଯେତେବେଳେ ମହିଳା ମାନଙ୍କ ସହିତ ମିଳାମିଶା କରୁଛନ୍ତି ସେମାନଙ୍କ ପ୍ରତି ବିରକ୍ତି ଭାବ କିମ୍ବା ପ୍ରତିଶୋଧ ପରାୟଣ ହେଲେ ଆପଣ ଅସୁବିଧାରେ ପଡିପାରନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+