୨ ମାର୍ଚ୍ଚ'ରୁ ୦୮ ମାର୍ଚ୍ଚ ସାପ୍ତାହିକ ରାଶିଫଳ, ଧନ ଲାଭର ଯୋଗ ରହିଛି
ମେଷ: ଏହି ସପ୍ତାହ ଆପଣଙ୍କ ପାଇଁ ଉତ୍ତମ ରହିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ଧନ ଲାଭର ଯୋଗ ରହିଛି ହେଲେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ । ପରିବାର ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଜୀବନସାଥୀଙ୍କ ସହ ବିବାଦ ସୃଷ୍ଟି ହୋଇପାରେ ।
ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ନୂଆ ଲକ୍ଷ ପୂରଣ କରିବା ପାଇଁ ପରିବାରର ସାହାଯ୍ୟ ସହଯୋଗ ମିଳିବ । ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ବକୟା ଟଙ୍କା ଫେରି ପାଇବେ । ଛାତ୍ରଛାତ୍ରୀ ପାଠପଢାରେ ସମୟ ଅତିବାହିତ କରିବେ ।ପ୍ରତ୍ୟକ ଦିନ ଶିବଲିଙ୍ଗରେ ତମ୍ବା ଲୋଟାରେ ଜଳ ଅର୍ପଣ କରନ୍ତୁ ।

ମିଥୁନ: ସପ୍ତାହ ଆରମ୍ଭରେ ଚାପ ଅଧିକ ରହିବ । ଜମିବାଡିକୁ ନେଇ ବିବାଦ ସୃଷ୍ଟି ହୋଇପାରେ । ଶତ୍ରୁ ମାନେ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ । ଯାତାୟତ ସମୟରେ ସତର୍କ ରୁହନ୍ତୁ । ପାରିବାରିକ ସମସ୍ୟା ପାଇଁ ଚିନ୍ତାରେ ରହିବେ । ପ୍ରେମ ପାଇଁ ସପ୍ତାହଟି ଅତ୍ୟନ୍ତ ଭଲ ରହିବ ।
କର୍କଟ: ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟର ଧ୍ୟାନ ରଖନ୍ତୁ ଓ ପ୍ରତ୍ୟେକ ଜିନିଷକୁ ବ୍ୟବସ୍ଥିତ ରଖନ୍ତୁ । ଧନ ପ୍ରାପ୍ତି ହେବ । ବିଦେଶ ଯାତ୍ରାର ସୁଯୋଗ ପାଇପାରନ୍ତି । କାର୍ଯ୍ୟାଳୟରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ସପ୍ତାହ ଶେଷରେ ପରିବାର ସହ ବାହାରକୁ ବୁଲି ଯାଇପାରନ୍ତି ।
ସିଂହ: ଦାମ୍ପତ୍ୟ ଜୀବନ ଖୁସିର କଟିବ । ଭାଇ ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଉତ୍ତମ ହେବ । ଘରୋଇ ବିବାଦରୁ ଦୂରାଇ ରୁହନ୍ତୁ । କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଚିନ୍ତାରେ ରହିପାରନ୍ତି । ଛୋଟପିଲାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ସପ୍ତାହ ଆପଣଙ୍କ ପାଇଁ ମିଶ୍ରିତ ରହିବ ।
କନ୍ୟା:ପୁରା ସପ୍ତାହ ଆପଣଙ୍କ ପାଇଁ ମିଶ୍ରିତ ରହିବ । ରାଜନୀତି କ୍ଷେତ୍ରରେ ସୁଫଳ ପାଇବେ । ସାମାଜିକ ପତିଆରା ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ସୁନାମ ଅର୍ଜନ କରିବେ । ନୂଆ ଯାନବାହନ କିଣିବାରେ ସମସ୍ୟା ସୃଷ୍ଟି ହୋଇ ପାରେ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ ।
ତୁଳା: ଏହି ସପ୍ତାହ କର୍ମକ୍ଷେତ୍ରରେ ଅନେକ ଦିନରୁ ଆଶା ପୂରଣ ହେବ । ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ ଅନୁକୂଳ ପରିଣାମ ପାଇବେ । ଜୀବନସାଥୀଙ୍କ ସହ କୌଣସି କାରଣରୁ ମତଭେଦ ହୋଇପାରେ ।
ବିଛା: ସପ୍ତାହ ଆରମ୍ଭରୁ ଚାକିରି କ୍ଷେତ୍ରରେ ସମସ୍ୟା ଦେଖାଦେବ । ନିଜ ଭବିଷ୍ୟତ ପାଇଁ ବା କ୍ୟାରିୟର ପାଇଁ କୌଣସି ବଡ଼ ପଦକ୍ଷେପ ନେଇ
ପାରନ୍ତି । ପରିବାର ସହ ସମୟ ବିତାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ଏହି ସପ୍ତାହ କୌଣସି ଶୁଭ ସମ୍ବାଦ ପାଇପାରନ୍ତି । ଧନ ପ୍ରାପ୍ତ ହେବାର ସମ୍ଭାବନା ରହିଛି ।
ଧନୁ: ସପ୍ତାହରେ ବଡ଼ ଅନୁଷ୍ଠାନରେ ପକ୍ଷରୁ ଆପଣଙ୍କୁ ସମ୍ମାନିକ କରାଯିବ । ଛାତ୍ରଛାତ୍ରୀ ପାଠପଢାରେ ମନ ଲଗାଇବେ । କୌଣସି କାରଣରୁ ଦୂରଯାତ୍ରା କରିପାରନ୍ତି । ଭବିଷ୍ୟତ ପାଇଁ ସଞ୍ଚୟ କରନ୍ତୁ । ସ୍ୟାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।
ମକର: ଏହି ସପ୍ତାହ ପରିବାର ଓ ବନ୍ଧୁଙ୍କ ସହ ଦିନଟି କଟିବ । କର୍ତ୍ତବ୍ୟ ପରାୟଣ ହେବେ । ପରିକ୍ଷା ଏବଂ ପ୍ରତିଯୋଗିତାରେ ଉତ୍ତିର୍ଣ୍ଣ ହେବେ । ଶତ୍ରୁ ବୃଦ୍ଧି ହୋଇ ପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ ।
କୁମ୍ଭ: ରାଜନୀତି କ୍ଷେତ୍ରରେ ଜଶମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରଚୁର ଅର୍ଥ ଲାଭ କରିପାରନ୍ତି । ଉଚ୍ଚ ଆଶା ପୂରଣ ହେବ । ବୈବାହିକ ଜୀବନ ସୁଖମୟ ହେବ । କମ୍ ପରିଶ୍ରମରେ ଅର୍ଥ ରୋଜଗାର କରିପାରିବେ । ଆକସ୍ମିକ ଧନ ଲାଭର ଯୋଗ ରହିଛି ।
ମୀନ: ଏହି ସପ୍ତାହ କାର୍ଯ୍ୟରେ ସଫଳତା ମିଳିବ । ପାରିବାରିକ ପରିସ୍ଥିତିକୁ ନେଇ ଚିନ୍ତାରେ ରହିବେ । ସତର୍କ ରୁହନ୍ତୁ ।
-
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍












Click it and Unblock the Notifications