ଆସନ୍ତା ସପ୍ତାହ ଏହି ରାଶିଙ୍କ ପାଇଁ ରହିବ ଭଲ, ବ୍ୟବସାୟରେ ହେବ ବୃଦ୍ଧି
ମେଷ:ଏହି ସପ୍ତାହ ଆପଣଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆଣିବ । ବ୍ୟବସାୟରେ ଲାଭ ମିଳିବ । ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି । ଚାକିରୀ ପରିବର୍ତ୍ତନ କରିବାର ଯୋଗ ରହିଛି । ନୂଆ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ । ଦୂରଯାତ୍ରା କରିବା ପାରନ୍ତି । ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ଏହି ସପ୍ତାହରେ ସମାପ୍ତ ହେବ ।
ବୃଷ: କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଆପଣଙ୍କର ସମସ୍ତ ସ୍ଥଗିତ କାର୍ଯ୍ୟ ସମାପ୍ତ ହେବ । ନିଜ ବ୍ୟବସାୟ ଏବଂ ଚାକିରୀକ୍ଷେତ୍ରରେ ଅଧିକ ଧ୍ୟାନ ଦିଅନ୍ତୁ । ଏହି ସପ୍ତାହରେ କାହା ସହ ଟଙ୍କା କାରବାର କରନ୍ତୁ ନାହିଁ । କର୍ମକ୍ଷେତ୍ରର ମାହୋଲ କିଛି ଭଲ ରହିବ ନାହିଁ ।

ମିଥୁନ: ନିଜ କାମ ପାଇଁ ପ୍ରଶଂସିତ ହେବେ । ନିଜ ସ୍ୱାସ୍ଥ୍ୟକୁ ଅଣଦେଖା କରନ୍ତୁ ନାହିଁ । ପେଟ ଜନିତ ସମସ୍ୟା ଦେଖାଦେଇ ପାରେ । ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ । ସଂଗୀତ କ୍ଷେତ୍ର ସହିତ ଜଡିତ ବ୍ୟକ୍ତି ଖ୍ୟାତି ପାଇପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ସୃଷ୍ଟି ହୋଇପାରେ । ନିଜ କ୍ରୋଧକୁ ନିୟନ୍ତ୍ରଣ କରି ସମଧାନର ବାଟ କାଢନ୍ତୁ । ବ୍ୟବସାୟୀ ଲାଭରେ ରହିବେ ଏବଂ କର୍ମକ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି ।
କର୍କଟ: ଆପଣଙ୍କ ପାଇଁ ଶୁଭ ଦିନଟିଏ ଆଜି ଏହି ରାଶିର କିଛି ବେରୋଜଗାର ଲୋକମାନଙ୍କ ପାଇଁ ଶୁଭ ଦିନଟିଏ । କାରଣ ଆଜି ସେମାନଙ୍କୁ ଚାକିରି ମିଳିପାରେ ଯାହାଦ୍ୱାରା ସେମାନଙ୍କର ଆର୍ଥିକ ଅବସ୍ଥା ସୁଧୁରିବ। ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ସି˚ହ: ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁଙ୍କ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି । ଆଜି ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ । ଅସୁବିଧାରେ ପଡିପାରନ୍ତି ।
କନ୍ୟା:ପରିବାର ସହିତ ଅଧିକ ସମୟ ବିତାଇବେ ଆଜିର ଦିନରେ ପରିବାର ସହିତ ଅଧିକ ସମୟ ବିତାଇବେ । ଚାକିରୀ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀ ଲାଭବାନ ହେବେ । କାର୍ଯ୍ୟ ଦୃଷ୍ଟିକୋଣରୁ ଆଜି ଆପଣଙ୍କ କୌଣସି ଶୁଭ ଖବର ମିଳିପାରେ । ବ୍ୟବସାୟୀ ଆଜି ଦୁଇଗୁଣ
ତୁଳା: ଲାଭରେ ରହିବେ ଲାଭ ପାଇପାରିବେ । ଯଦି ଆପଣ ସରକାରୀ ଚାକିରୀ ପାଇଁ ଚେଷ୍ଟା କରୁଛନ୍ତି ତେବେ ଖୁବ ଶୀଘ୍ର ସଫଳତା ପାଇପାରନ୍ତି । ଆର୍ଥିକ ପରିସ୍ଥିତି ଭଲ ରହିବ ।
ବିଛା: ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ । ଆଜି ବ୍ୟବସାୟୀମାନେ ଲାଭରେ ରହିବେ । ନୂତନ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।
ଧନୁ: ମହିଳା ମାନଙ୍କୁ ସମ୍ମାନ ମିଳିବ ସାମାଜିକ କାର୍ଯ୍ୟରେ ସମ୍ମାନିତ ହେବେ । ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କୁ ସମ୍ମାନ ମିଳିବ । ବୈବାହିକ ଜୀବନ ସୁଖଦ ରହିବ । ଆପଣଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜିପାରେ । ଆର୍ଥିକ ସ୍ଥିତି ସ୍ୱାଭାବିକ ରହିବ ।
ମକର: ଆଜି ସତର୍କ ରୁହନ୍ତୁ ଆଜି ସତର୍କ ରୁହନ୍ତୁ । ଟଙ୍କା ବିନିଯୋଗରୁ ଦୂରେଇ ରୁହନ୍ତୁ । ବ୍ୟବସାୟୀମାନେ ଆଜି ଲାଭରେ ରହିବେ । ଘରର ପରିବେଶ ଆନନ୍ଦଦାୟକ ରହିବ । ଆଜି ନିଜ ପ୍ରିୟ ଲୋକଙ୍କ ସହିତ ଭଲ ସମୟ ବିତାଇବ । ସ୍ୱାସ୍ଥ୍ୟ ଭଲ ରହିବ ।ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।
କୁମ୍ଭ: ନୂଆ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି ଅପରାହ୍ନରେ କୌଣସି ଶୁଭ ଖବର ମିଳିପାରେ । ବିଦ୍ୟାର୍ଥୀମାନେ ପଠାପଢାରେ କୃତିତ୍ୱ ଅର୍ଜନ କରିବେ । ଆଜି କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି ।
ମୀନ: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇବେ । ବ୍ୟବସାୟରେ ଲାଭ ମିଳିବାର ସମୟ । ଦୂରଯାତ୍ରା କରିବାର ଯୋଜନା କରିପାରନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications