ସୁନା କିଣିବାକୁ ଯିବା ଆଗରୁ ଥରୁଟେ କରିନିଅନ୍ତୁ ଚେକ, କେତେ ଅଛି ଆଜିର ଦର
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୪,୧୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୩,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୪,୧୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୩,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୪,୧୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୩,୦୦୦ ଟଙ୍କା ରହିଛି ।

ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୪,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୩,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୫,୦୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୩,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୪,୧୮୦ ଓ ୧,୨୩,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୦୯,୦୦୦ ଟଙ୍କା ହୋଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications