Get Updates
Get notified of breaking news, exclusive insights, and must-see stories!

ଦରବୃଦ୍ଧିର ଶିଖରକୁ ଛୁଇଁବା ପରେ ଖସିଲା ସୁନା ରୁପା ଦର : ଜାଣନ୍ତୁ ଆଜିର ୨୪ କ୍ୟାରେଟ ସୁନା ଦର

ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୫,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୫୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୮୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୪,୫୦୦ ଟଙ୍କାକୁ ପହଞ୍ଚିଛି ।

gold

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୮୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୫୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୫,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୪,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୬,୫୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୫,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୫,୮୨୦ ଓ ୧,୨୪,୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୦,୦୦୦ ଟଙ୍କା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+