ପୁଣି ବଢିଲା ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୮,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୦୮,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୮,୩୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୦୮,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୮,୩୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୦୮,୪୫୦ ଟଙ୍କା ରହିଛି ।

gold

ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୮,୪୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୮,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୧୮,୪୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୮,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୮,୩୧୦ ଓ ୧, ୦୮,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୧,୦୦୦ ଟଙ୍କା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+