Get Updates
Get notified of breaking news, exclusive insights, and must-see stories!

ଆକାଶ ଛୁଆଁ ହେଲା ସୁନା-ରୁପା ଦର , ୧.୪୦ଲକ୍ଷ ଛୁଇଁଲା ଦାମ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୦୦ ଟଙ୍କା ଛୁଇଁଛି ।

ସେହିପରି ରୂପା ଦର କିଲୋଗ୍ରାମ ପ୍ରତି ୨,୬୫,୧୩୩ଟଙ୍କାରେ ପହଞ୍ଚିଛି । ଭୁବନେଶ୍ୱରରେ ୨୨କ୍ୟାରେଟ ସୁନା ଦର ୧୦ଗ୍ରାମ ପିଛା ୧,୩୦,୩୦୦ରେ ପହଞ୍ଚିଛି । ସୁନା ଓ ରୂପା ଦର ପ୍ରତିଦିନ ବୃଦ୍ଧି ପାଉଥିବା ବେଳେ ଚିନ୍ତାରେ ପଡିଛନ୍ତି ମଧ୍ୟବିତ ଗ୍ରାହକ । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୧୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୦,୩୦୦ ଟଙ୍କାକୁ ପହଞ୍ଚିଛି ।

gold

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୨,୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ, ୧,୩୦,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୨,୩୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୦,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୩,୧୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୧,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୧୫୦ ଓ ୧,୩୦,୩୦୦ ଟଙ୍କା ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+