ବଢୁଛି ସୁନା ଦର । ଜାଣନ୍ତୁ କେତେ କ୍ୟାରେଟ୍ ସୁନା ପାଇଁ କେତେ ରହିଛି ଦର
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୪,୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୪,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୧୪,୩୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୪,୮୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୪,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୪,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୪,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୪,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୪,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୪,୩୩୦ ଓ ୧,୦୪,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୯,୦୦୦ ଟଙ୍କା ହୋଇଛି ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications