ଉପରମୁହାଁ ସୁନା ଦାମ୍ , ଜାଣନ୍ତୁ କ’ଣ ରହିଛି ଆଜିର ସୁନା ଦର?
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୩,୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୧୨,୯୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୨୩,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୧୨,୯୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୨୩,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୧୨,୯୦୦ ଟଙ୍କା ରହିଛି ।

ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୩,୩୨୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୩,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୨୩,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧, ୧୩,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୨୩, ୧୭୦ ଓ ୧, ୧୨,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୭,୦୦୦ ଟଙ୍କା ହୋଇଛି ।












Click it and Unblock the Notifications