ଲଗାତାର ବୃଦ୍ଧି ପରେ କମିଲା ସୁନା ଦାମ୍‌, ଜାଣନ୍ତୁ କେତେ ରହିଛି ମୂଲ୍ୟ?

ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ଲଗାତାର ବୃଦ୍ଧି ପରେ କମିଲା ସୁନା ଦାମ୍‌ । ସେପ୍ଟେମ୍ବର ୨୫ ଅର୍ଥାତ୍‌ ଗୁରୁବାର କମିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୧,୧୪,୪୪୦ ଟଙ୍କା ରହିଛି । ଗତକାଲି ୧,୧୫,୩୭୦ ଟଙ୍କା ଥିଲା । ଏଥିରେ ୯୩୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୪,୯୦୦ ଟଙ୍କା ରହିଛି । ଗତକାଲି ୧,୦୫,୭୫୦ ଟଙ୍କା ଥିଲା । ଏଥିରେ ୮୫୦ ଟଙ୍କା ହ୍ରାସ ହୋଇଛି । ୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୮୫,୮୩୦ ଟଙ୍କା ରହିଛି । ଗତକାଲି ୮୬,୫୩୦ ଟଙ୍କା ଥିଲା । ଏଥିରେ ୭୦୦ ଟଙ୍କା ହ୍ରାସ ହୋଇଛି ।

gold

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୫,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୫,୦୦୦ ଟଙ୍କା ଥିଲା ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+