ପୁଣି ବଢିଲା ସୁନା ଦର, ଜାଣନ୍ତୁ ମୂଲ୍ୟ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୪,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୪,୮୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୪,୮୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୪୫୦ ଟଙ୍କା ରହିଛି ।

ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୫,୦୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୪,୮୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୪,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୪,୮୬୦ ଓ ୧,୧୪,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୫,୦୦୦ ଟଙ୍କା ହୋଇଛି ।












Click it and Unblock the Notifications