Get Updates
Get notified of breaking news, exclusive insights, and must-see stories!

Gold Rate: ପୁଣି ସୁନା ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ ରହିଛି ମୂଲ୍ୟ

ସୁନା ଏବଂ ରୁପା ଦରରେ ହୋଇଛି ପରିବର୍ତ୍ତନ । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୧,୦୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୧,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୧,୦୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୧,୮୦୦ ଟଙ୍କାକୁ ପହଞ୍ଚିଛି ।

Gold Rate

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୧,୦୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୧,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୧,୨୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୧,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୧,୩୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୨,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୧,୦୬୦ ଓ ୧,୦୧,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୩,୦୦୦ ଟଙ୍କା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+