କେନ୍ଦ୍ରର ପ୍ରସ୍ତାବକୁ ମନ୍ତ୍ରୀଗୋଷ୍ଠୀର ଅନୁମୋଦନ , ହଟିବ ୧୨% ଏବଂ ୨୮% GST ସ୍ଲାବ୍
ଜିଏସଟି ହାରକୁ ଯୁକ୍ତିଯୁକ୍ତ କରିବା ସମ୍ପର୍କରେ ରାଜ୍ୟଗୁଡ଼ିକର ଅର୍ଥମନ୍ତ୍ରୀ ଗୋଷ୍ଠୀ ( GoM) ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ, କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇଛି । ବୈଠକରେ, ଟିକସ ସ୍ଲାବକୁ ୫ ପ୍ରତିଶତ ଏବଂ ୧୮ ପ୍ରତିଶତକୁ ହ୍ରାସ କରିବା ପାଇଁ କେନ୍ଦ୍ରର ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା, ଯେଉଁଥିରେ GOM ସହମତ ହୋଇଛି । କେନ୍ଦ୍ର ସରକାର ଜିଏସଟିରେ ଏକ ବଡ଼ ପରିବର୍ତ୍ତନ ପ୍ରସ୍ତାବ ଦେଇଛନ୍ତି, ଯେଉଁଥିରେ ୧୨% ଏବଂ ୨୮% ସ୍ଲାବକୁ ହଟାଇ କେବଳ ୫% ଏବଂ ୧୮% ଦୁଇଟି ହାର ରଖିବାକୁ କୁହାଯାଇଛି ।

ଏହା ବ୍ୟତୀତ, ତମାଖୁ ଏବଂ ପାନ ମସଲା ଭଳି ସାମଗ୍ରୀ ଉପରେ ୪୦% ର ଏକ ସ୍ୱତନ୍ତ୍ର ହାର ଲାଗୁ କରାଯାଇପାରିବ । ପ୍ରକୃତରେ, କେନ୍ଦ୍ର ସରକାର GSTରେ ପରିବର୍ତ୍ତନ ମାଧ୍ୟମରେ ସାଧାରଣ ଲୋକ, ଚାଷୀ, ମଧ୍ୟବିତ୍ତ ବର୍ଗ ଏବଂ MSME ମାନଙ୍କୁ ଆଶ୍ୱସ୍ତି ଦେବାକୁ ଚାହୁଁଛନ୍ତି । ଏହା ମାଧ୍ୟମରେ ଟିକସ ବ୍ୟବସ୍ଥାକୁ ମଧ୍ୟ ସରଳ କରିବାକୁ ଚାହୁଁଛନ୍ତି ।
More From
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications