ଗତ ୩ ବର୍ଷରେ ୩୩% ବୃଦ୍ଧି ପାଇଛି ଭାରତୀୟ ପରିବାରଗୁଡ଼ିକର ଖର୍ଚ୍ଚ
ଭାରତୀୟ ପରିବାରଗୁଡ଼ିକର ଖର୍ଚ୍ଚ ଗତ ତିନି ବର୍ଷରେ ବେଶ୍ ବଢ଼ିଛି। ଏକ ରିପୋର୍ଟରୁ ଜଣାପଡ଼ିଛି ଯେ ୨୦୨୫ରେ ଭାରତୀୟ ପରିବାରଗୁଡ଼ିକର ହାରାହାରି ତ୍ରୈମାସିକ ଖର୍ଚ୍ଚ ୫୬ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ଏହି ଖର୍ଚ୍ଚ ୩ ବର୍ଷରେ ୩୩ ପ୍ରତିଶତ ବଢ଼ିଛି। ଖର୍ଚ୍ଚରେ ସହରାଞ୍ଚଳରେ ବାସ କରୁଥିବା ପରିବାରଗୁଡ଼ିକ ଆଗରେ ଥିଲେ ମଧ୍ୟ ଗ୍ରାମୀଣ ପରିବାରଗୁଡ଼ିକର ଖର୍ଚ୍ଚ ମଧ୍ୟ ବଢ଼ୁଥିବା 'ୱାର୍ଲଡ୍ପ୍ୟାନେଲ୍ ବାଏ ନ୍ୟୁମରେଟର୍'ର ରିପୋର୍ଟରୁ ଜଣାପଡ଼ିଛି।













Click it and Unblock the Notifications