Get Updates
Get notified of breaking news, exclusive insights, and must-see stories!

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ଦର

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦.୯୩ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୧ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି ।

petrol

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୫ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୮ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+