ଜାଣନ୍ତୁ, ଏକାଥରେ ଆପଣ କେତେ ୨୦୦୦ ଟଙ୍କିଆ ବଦଳାଇ ପାରିବେ ?
Two Thousand Note Ban: ୨୦୦୦ ଟଙ୍କିଆ ନୋଟ୍ ଅଚଳ ହେବା ନେଇ ଆଜି (ମେ 19) ତାରିଖରେ ଘୋଷଣା କରିଛି ଆରବିଆଇ । ଆଗକୁ ଅଚଳ ହୋଇଯିବ ୨୦୦୦ ଟଙ୍କିଆ ନୋଟ୍ ।
ତେବେ ୨ ହଜାର ଟଙ୍କିଆ ନୋଟ ଫେରାଇ ନେବାକୁ ଆରବିଆଇ ନିଷ୍ପତ୍ତି ନେଇ । ଆଉ ଛପା ହେବନି ୨ ହଜାର ଟଙ୍କିଆ ନୋଟ । ଏବେ ବଜାରରେ ଥିବା ୨ ହଜାର ଟଙ୍କିଆ ନୋଟ୍ ସଚଳ ରହିବ । ଆସନ୍ତା ସେପପ୍ଟେମ୍ବର ୩୦ ଯାଏ ଏହାର ସମୟ ସୀମା ରହିଛି ।

ଏକାଥରେ କେତେ ୨୦୦୦ ଟଙ୍କିଆ ବଦଳାଇ ପାରିବେ- ଆରବିଆଇ କହିଛି ଯେ, ମେ' ୨୩ରୁ ବ୍ୟାଙ୍କମାନଙ୍କରେ ୨ ହଜାର ଟଙ୍କିଆ ବଦଳାଇ ହେବ । ଆସନ୍ତା ସେପପ୍ଟେମ୍ବର ୩୦ ଯାହାର ଶେଷ ତାରିଖ ରହିଛି । ତେବେ ଏକାଥରେ ଜଣେ ୨୦ ହଜାର ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ବଦଳାଇ ପାରିବେ ।
ଜନସାଧାରଣଙ୍କ ପାଇଁ ଅସୁବିଧାକୁ କମ୍ କରିବା, କାର୍ଯ୍ୟକ୍ଷମ ସୁବିଧା ସୁନିଶ୍ଚିତ କରିବା ଏବଂ ବ୍ୟାଙ୍କ ଶାଖାର ନିୟମିତ କାର୍ଯ୍ୟକଳାପରେ ବ୍ୟାଘାତ ନହେବା ପାଇଁ ସମସ୍ତ ବ୍ୟାଙ୍କ ଏକ ସମୟରେ ୨୦ ହଜାର ସୀମା ପର୍ଯ୍ୟନ୍ତ ୨ ହଜାର ଟଙ୍କିଆ ନୋଟ୍ ବଦଳାଇ ପାରିବେ ବୋଲିଆରବିଆଇ କହିଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications