୧୨% ବଢ଼ିବ ମୋବାଇଲ୍ ରିଚାର୍ଜ ଦାମ୍!
ମୋବାଇଲ୍ ଦେଖିବାରେ ଅଭ୍ୟସ୍ତ ହୋଇପଡ଼ିଥିବା ସାଧାରଣ ଜନତାଙ୍କ ପକେଟ୍ ଆହୁରି ଫାଙ୍କା ହେବ। ମୋବାଇଲ୍ ରିଚାର୍ଜ ଲାଗି ଅଧିକ ଟଙ୍କା ଗଣିବାକୁ ପଡ଼ିବ। ଗତ କିଛି ମାସ ଭିତରେ ନୂଆ ମୋବାଇଲ୍ ଗ୍ରାହକ ସଂଖ୍ୟା ବଢ଼ିଥିବାରୁ ଟେଲିକମ୍ କମ୍ପାନିଗୁଡ଼ିକ ରିଚାର୍ଜ ଦାମ୍ରେ ୧୦-୧୨ ପ୍ରତିଶତ ବୃଦ୍ଧି କରିବାକୁ ଯାଉଛନ୍ତି। ବର୍ଷ ଶେଷ ସୁଦ୍ଧା ଏହି ଘୋଷଣା ହେବାର ସମ୍ଭାବନା ରହିଛି।

ଗତବର୍ଷ ଜୁଲାଇରେ ରିଚାର୍ଜ ମୂଲ୍ୟ ୧୧-୨୩ ପ୍ରତିଶତ ପର୍ଯ୍ୟନ୍ତ ବଢ଼ିଥିଲା। ତେବେ ଆଗାମୀ ଦିନରେ ଦରରେ ଯେଉଁ ବୃଦ୍ଧି ଘଟିବ ତାହା ମଧ୍ୟମ ଓ ପ୍ରିମିୟମ୍ ପ୍ଲାନ୍ରେ ବଢ଼ିବ। କାରଣ ସର୍ବନିମ୍ନ ରିଚାର୍ଜ ମୂଲ୍ୟ ଯଥେଷ୍ଟ ବଢ଼ିଛି। ସେଥିରେ ଆହୁରି ବୃଦ୍ଧି ହେଲେ ଗ୍ରାହକମାନେ ସେବାଠାରୁ ଦୂରେଇ ଯିବାର ଆଶଙ୍କା ରହିଛି। ଟେଲିକମ୍ କମ୍ପାନିଗୁଡ଼ିକ ସେମାନଙ୍କ ରିଚାର୍ଜ ପ୍ଲାନ୍କୁ ୫ଜି ଅନୁସାରେ ପ୍ରସ୍ତୁତ କରିବାକୁ ଚାହୁଛନ୍ତି।
More From
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications