Odisha Budget 2021: ଏସସିବିକୁ ଏମ୍ସ ପ୍ଲସ୍ ପାଇଁ ୩୫ ଶହ କୋଟି, 1 ଲକ୍ଷ 25 ହଜାର କୋଟି ଟ୍ୟାକ୍ସ ଆଦାୟ ଲକ୍ଷ୍ୟ
୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ଯାହା ମଧ୍ୟରୁ ମୋଟ ୧ ଲକ୍ଷ ୨୫ ହଜାର ୬୦୦ କୋଟି ଟଙ୍କା ଟିକସ ଏବଂ ଅନୁଦାନରୁ ହାସଲ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।
ଭୁବନେଶ୍ୱର: ବିଧାନସଭାରେ ଆର୍ଥିକ ବର୍ଷ 2021-22 ପାଇଁ ଉପସ୍ଥାପନ ହୋଇଛି ରାଜ୍ୟ ବଜେଟ୍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ବଜେଟ୍ ଉପସ୍ଥାପନ କରୁଛନ୍ତି । ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି।ଯାହା ମଧ୍ୟରୁ ମୋଟ ୧ ଲକ୍ଷ ୨୫ ହଜାର ୬୦୦ କୋଟି ଟଙ୍କା ଟିକସ ଏବଂ ଅନୁଦାନରୁ ହାସଲ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।
ସେହିଭଳି ଋଣରୁ ପ୍ରାୟ ୪୪ ହଜାର କୋଟି ଟଙ୍କା ପ୍ରାପ୍ତ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବର୍ଷ ନେଟ୍ ଋଣ ପରିମାଣ ୧୮ ହଜାର ୪୬୫ କୋଟି ଟଙ୍କା ରହିବ ବୋଲି ଘୋଷଣା କରିଛନ୍ତିୁ ଅର୍ଥମନ୍ତ୍ରୀ ।

ଏହା ସହିତ ସ୍ବାସ୍ଥ୍ୟ ସେବା କ୍ଷେତ୍ରକୁ ମଧ୍ୟ ଗୁରୁତ୍ବ ଦିଆଯାଇଛି । କଟକ ଏସ୍ସିବିକୁ ବିଶ୍ବସ୍ତରୀୟ କରିବା ପାଇଁ ସ୍ବତନ୍ତ୍ରି ଯୋଜନା ପ୍ରସ୍ତୁତ କରାଯାଇଛି । ଏସ୍ସିବିକୁ ଏମ୍ସ ପ୍ଲସ୍ କରିବା ପାଇଁ ମୋଟ ୩ ହଜାର ୫୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଚଳିତ ବର୍ଷ ଏସ୍ସିବି ପାଇଁ ୫ଶହ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି ରାଜ୍ୟ ସରକାର ।
କରୋନା ମହାମାରୀ ସତ୍ବେ ଚଳିତ ବର୍ଷ ରାଜ୍ୟର ରାଜସ୍ବ ଆୟ ୧୦ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆକଳନ କରିଛନ୍ତି ରାଜ୍ୟ ସରକାର ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications