ରେଳ ଟିକେଟ୍ ବୁକିଂରେ ମିଳିବ 50 ଟଙ୍କାର ରିହାତି ! ଜାଣନ୍ତୁ ରେଳ ବିଭାଗର ଅଫର ବିଷୟରେ

ଏକ ଶହ ଟଙ୍କା କିମ୍ବା ତଦୁର୍ଦ୍ଧ ମୂଲ୍ୟ ଉପରେ ଟିକେଟ୍ ବୁକ ପାଇଁ ଏହି ରିହାତି ପ୍ରଯୁଜ୍ୟ ହେବ । ତେବେ ପ୍ରତି ଟିକେଟ ଉପରେ ସର୍ବାଧିକ 50 ଟଙ୍କା ରିହାତି ମିଳିବ ।

ଡିଜିଟାଲ୍ ଇଣ୍ଡିଆ ଅଭିଯାନ ଅଧୀନରେ ଲୋକଙ୍କୁ ଡିଜିଟାଲ୍ ସଶକ୍ତିକରଣ କରିବା ଏବଂ ଡିଜିଟାଲ୍ ପ୍ରୟୋଗକୁ ଲୋକପ୍ରିୟ କରାଇବା ପାଇଁ ରେଳ ମନ୍ତ୍ରଣାଳୟ BHIM ଆପ୍ଲିକେସନ ସମେତ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (UPI) ଆପ ବ୍ୟବହାର କରି ଟିକେଟ୍ କ୍ରୟ ଉପରେ 5% ରିହାତି ପ୍ରଦାନ କରୁଛି । କମ୍ପୁଟରୀକୃତ ଯାତ୍ରୀ ସଂରକ୍ଷଣ କେନ୍ଦ୍ରରୁ ଟିକେଟ କ୍ରୟ ଉପରେ ଏହି ରିହାତି ଉପଲବ୍ଧ ହେବ ।

rail

ଏକ ଶହ ଟଙ୍କା କିମ୍ବା ତଦୁର୍ଦ୍ଧ ମୂଲ୍ୟ ଉପରେ ଟିକେଟ୍ ବୁକ ପାଇଁ ଏହି ରିହାତି ପ୍ରଯୁଜ୍ୟ ହେବ । ତେବେ ପ୍ରତି ଟିକେଟ ଉପରେ ସର୍ବାଧିକ 50 ଟଙ୍କା ରିହାତି ମିଳିବ । ଏହିପରି ରିହାତି କେବଳ ସଂରକ୍ଷଣ କାଉଣ୍ଟରରେ ପ୍ରଥମ ସଂରକ୍ଷଣ ଚାର୍ଟ ପ୍ରସ୍ତୁତି ପର୍ଯ୍ୟନ୍ତ ପ୍ରଯୁଜ୍ୟ ହେବ । ପ୍ରଥମ ଚାର୍ଟ ପ୍ରସ୍ତୁତି ପରେ, ଏହି ରିହାତି ପ୍ରଯୁଜ୍ୟ ହେବ ନାହିଁ ।

ଯାତ୍ରୀମାନଙ୍କୁ ସଂରକ୍ଷଣ / ବୁକିଂ କାଉଣ୍ଟର ଠାରେ ଟିକେଟ୍ ବୁକ୍ କରୁଥିବାବେଳେ ଯାତ୍ରୀ ମାନେ ଏହି ସୁବିଧା ପାଇବାପାଇଁ ରେଳବାଇ ପକ୍ଷରୁ ଯାତ୍ରୀମାନଙ୍କୁ ପରାମର୍ଶ ଦିଆଯାଇଅଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+