କନ୍ଦାଇଲାଣି ରୁପା ଦର !
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୩,୧୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୧,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୩,୧୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୧,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୩,୧୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୩୧,୨୫୦ ଟଙ୍କା ରହିଛି ।

ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୩,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୧,୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୯୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୨,୯୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୩,୧୮୦ ଓ, ୧,୩୧,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୫,୦୦୦ ଟଙ୍କା ହୋଇଛି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications