Get Updates
Get notified of breaking news, exclusive insights, and must-see stories!

1999 ମସିହା ଗଣଦୁଷ୍କର୍ମ ଘଟଣା: 22 ବର୍ଷ ପରେ ଧରା ପଡିଲା 'ବୋଡାସାପ' ବିବନ

ଦୀର୍ଘ ୨୨ ବର୍ଷ ପରେ ପୋଲିସ ହାତରେ ଧରାପଡିଛି ଅଭିଯୁକ୍ତ ବିବନ ବିଶ୍ଵାଳ ଔରଫ ବୋଡାସାପ ।

କଟକ: ବହୁ ଚର୍ଚ୍ଚିତ ସାମ୍ବାଦିକା ଗଣଦୁଷ୍କର୍ମ ମାମଲାରେ ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ । ଦୀର୍ଘ ୨୨ ବର୍ଷ ପରେ ପୋଲିସ ହାତରେ ଧରାପଡିଛି ଅଭିଯୁକ୍ତ ବିବନ ବିଶ୍ଵାଳ ଔରଫ ବୋଡାସାପ । ଏହି ମାମଲାର ତଦନ୍ତ ଭାର ସିବିଆଇ କାନ୍ଧରେ ରହିଥିଲା।

 1999 Rape Case

ତେବେ ପୂର୍ବରୁ ୨ ଜଣ ଅଭିଯୁକ୍ତଙ୍କୁ ଦଣ୍ଡିତ କରିଥିଲେ କୋର୍ଟ । ଉଭୟ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ହୋଇଥିଲା । ୩ ମାସ ତଳୁ ବିବନକୁ ଖୋଜିବା ଆରମ୍ଭ କରିଥିଲା କମିଶନରେଟ୍ ପୋଲିସ । ମୁମ୍ବାଇ-ପୁନେ ରାସ୍ତାରେ ଛଦ୍ମ ନାମରେ ରହୁଥିଲା ବିବନ । ଜଳନ୍ଧର ସ୍ବାଇଁ ନାଁରେ ନଭି ମୁମ୍ବାଇରେ ରହୁଥିଲା ବିବନ । ନିଜର ମୃତ୍ୟୁ ପ୍ରମାଣ ପତ୍ର ଯୋଗାଡ କରିବାରେ ଲାଗିଥିଲା ବିବନ । ଶେଷରେ ପୋଲିସ ହାତରେ ଧରାପଡିଛି ବୋଲି ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡଙ୍ଗୀ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+