ଛକି ରହି ମାଡି ବସିଲା ପୁଲିସ : ରାଜଧାନୀରୁ ଜବତ ହେଲା 50 ଲକ୍ଷ ଟଙ୍କାର ଧଳା ଜହର
ରାଜଧାନୀ ଭୁବନେଶ୍ୱରରୁ ଆଜି 575 ଗ୍ରାମ୍ ବ୍ରାଉନ୍ ସୁଗର ଜବତ ହୋଇଛି। ଜବତ ବ୍ରାଉନ୍ ସୁଗରର ଆନୁମାନିକ ମୂଲ୍ୟ 50 ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି।
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ଧଳା ଜହରର କାରବାର ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଭୁବନେଶ୍ୱରରୁ ଆଜି 575 ଗ୍ରାମ୍ ବ୍ରାଉନ୍ ସୁଗର ଜବତ ହୋଇଛି। ଜବତ ବ୍ରାଉନ୍ ସୁଗରର ଆନୁମାନିକ ମୂଲ୍ୟ 50 ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି। କମିଶନରେଟ୍ ପୋଲିସର କ୍ୱିକ୍ ଆକ୍ସନ୍ ଟିମ୍ ଓ ବଡଗଡ଼ ଥାନା ପୋଲିସର ମିଳିତ ଚଢ଼ାଉରେ ଏହାକୁ ଜବତ କରାଯାଇଛି ।

ସୂଚନା ଅନୁସାରେ ବିଟୁ ଖାନା ନାମକ ଜଣେ ଯୁବକଠାରୁ ଏହି ସାମଗ୍ରୀ ଜବତ କରାଯିବା ସହ ତାକୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଏହି ଧଳା ଜହରର ଚେର ଭୁବନେଶ୍ୱରରୁ ବାଲେଶ୍ୱର ପର୍ଯ୍ୟନ୍ତ ଲମ୍ବିଥିବା କମିଶନରେଟ୍ ପୋଲିସ ଜାଣିପାରିଛି । ଏହି ମାମଲାରେ ଅନ୍ୟ କିଏ ସାମିଲ ଅଛି ସେନେଇ ପୋଲିସ ଛାନଭିନ ଜାରି ରଖିଛି।
More From
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications