ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ତ: ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କୁ ନିର୍ମମ ହତ୍ୟା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକକୁ ଗୋଡେଇ ଗୋଡେଇ ହାଣିଲେ ୩ ରୁ ୪ ଜଣ ଯୁବକ । ୟୁନିଟ୍-୧ ଅଞ୍ଚଳର ଏକ କ୍ୱାର୍ଟର ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଛି ମୃତଦେହ । ଘଟଣାସ୍ଥଳରେ କ୍ୟାପିଟାଲ ପୋଲିସ ପହଁଞ୍ଚି ଆରମ୍ଭ ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ୟୁନିଟ୍ ୧ ହାଇସ୍କୁଲ ସମ୍ମୁଖରେ ଥିବା ଜିଇଡି ବସ୍ତିରେ ଏପରି ବିଭତ୍ସବ ହତ୍ୟାକାଣ୍ତ ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆଜି ପ୍ରାୟ ଭୋର ସମୟରେ ୩ରୁ ୪ ଜଣ ଯୁବକ ସୁଶାନ୍ତ ନାୟକ ନାମକ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଛନ୍ତି । ସମସ୍ତ ଅଭିଯୁକ୍ତ ବର୍ତ୍ତମାନ ଫେରାର୍ ଅଛନ୍ତି ।

crime news

ସେପଟେ ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ଯୁବକଙ୍କ ମୃତ ଦେହକୁ ପୋଷ୍ଟମର୍ଟମ ପାଇଁ କ୍ୟାପିଟାଲ୍ ହସ୍ପିଟାଲକୁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ଏବଂ ଫରେନସିକ୍ ଟିମ୍ ମଧ୍ୟ ପହଞ୍ଚି ଛାନବିନ୍ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+