ହାଇଦର ଫେରାର ଘଟଣା: ଧରମ ପୁଅ ଇସ୍ତିଆକ ଖାନ ରଚିଥିଲେ ଷଡ଼ଯନ୍ତ୍ର
କୁଖ୍ୟାତ ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ପଛରେ ହାତ ଥିଲା ତାର ଧରମ ପୁଅର । ହାଇଦର ଧରମ ପୁଅ ପୁଅ ଇସ୍ତିଆକ ଖାନ ଓ ସହଯୋଗୀ ଚିକୁ ରଚିଥିଲେ ଷଡ଼ଯନ୍ତ୍ର ।
କଟକ: କୁଖ୍ୟାତ ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ପଛରେ ହାତ ଥିଲା ତାର ଧରମ ପୁଅର । ହାଇଦର ଧରମ ପୁଅ ପୁଅ ଇସ୍ତିଆକ ଖାନ ଓ ସହଯୋଗୀ ଚିକୁ ରଚିଥିଲେ ଷଡ଼ଯନ୍ତ୍ର । ହାଇଦରକୁ ଖସାଇବାକୁ କଟକ ଯୋବ୍ରାରୁ ହିଁ ପ୍ରସ୍ତୁତ ହୋଇଥିଲା ବ୍ଲୁ ପ୍ରିଣ୍ଟ । ଇସ୍ତିଆକର ଘର କଟକ ଯୋବ୍ରାରେ ହୋଇଥିବା ବେଳେ, ସେଠାରୁ ହିଁ ଏସସିବିକୁ ଯାଉଥିଲା ବିରିୟାନୀ । ମାମଲାରେ ଇସ୍ତିଆକ ଓ ଚିକୁକୁ ଗିରଫ କରିଛି ପୋଲିସ ।

ସେପଟେ ତେଲେଙ୍ଗାନାପ ସଂଙ୍ଗାରେଡି ଜିଲ୍ଲାରୁ ଗିରଫ ହୋଇଛି ହାଇଦର । ଦୀର୍ଘ 120 ଘଣ୍ଟାର ଅପରେସନ ହାଇଦର ଦ୍ବାରା କମିଶନରେଟ ପୋଲିସ ପଞ୍ଝାରେ ଫସିଛି ଦୁର୍ଦ୍ଦାନ୍ତ ଅପରାଧି ହାଇଦର । ଗତକାଲି ତେଲେଙ୍ଗାନା ପୋଲିସର ସହାୟତାରେ ସାଙ୍ଗାରେଡ୍ଡିରୁ ହାଇଦରକୁ ଗିରଫ କରାଯାଇଥିଲା । ବାଇକରେ ଯାଉଥିବା ବେଳେ ମାଡି ବସିଥିଲା ପୋଲିସ ।
ଭୁବନେଶ୍ୱରରେ ପହଞ୍ଚିବା ପରେ କୋର୍ଟରେ ହାଇଦରକୁ ହାଜର କରାଯିବ । ସେ କିଭଳି ଏସସିବିରୁ ଖସିଲା, ଏହା ପଛରେ କାହାର ହାତ ରହିଛି, ଷଡଯନ୍ତ୍ର ହୋଇଥିଲା କି ସେ ନେଇ ପଚରାଉଚରା କରିବ ପୋଲିସ ।
More From
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications