ଭିଜିଲାନ୍ସ ଜାଲରେ କୁବେର କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସ

ବାରିପଦା ଆଇଟିଡିଏ ଯନ୍ତ୍ରୀ ସନ୍ତୋଷ ଦାସ ଗିରଫ । ଯନ୍ତ୍ରୀ ସନ୍ତୋଷ ଦାସଙ୍କୁ ଗିରଫ କଲା ଭିଜିଲାନ୍ସ । ଭିଜିଲାନ୍ସ ଚଢାଉ ବେଳେ ଜବତ ହୋଇଥିଲା ବିପୁଳ ସମ୍ପତ୍ତି ।

ବାରିପଦା: ବାରିପଦା ଆଇଟିଡିଏ ଯନ୍ତ୍ରୀ ସନ୍ତୋଷ ଦାସ ଗିରଫ । ଯନ୍ତ୍ରୀ ସନ୍ତୋଷ ଦାସଙ୍କୁ ଗିରଫ କଲା ଭିଜିଲାନ୍ସ । ଭିଜିଲାନ୍ସ ଚଢାଉ ବେଳେ ଜବତ ହୋଇଥିଲା ବିପୁଳ ସମ୍ପତ୍ତି । ତାଙ୍କ ପାଖରୁ ୨ କୋଟି ୮୦ ଲକ୍ଷ ୫୬ ହଜାର ଟଙ୍କା ଜବତ ହୋଇଥିଲା । ଏକକାଳୀନ ୧୧ଟି ସ୍ଥାନରେ ଚଢାଉ କରିଥିଲା ପୋଲିସ ।

Vigilance raid

ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କ ଘର ଓ ଅଫିସ୍‌ରେ ଚଢ଼ଉ କରିଥିଲା। ଚଢ଼ଉ ସମୟରେ ଅମାପ ସମ୍ପତ୍ତି ପାଇଥିଲା। ତେବେ ତାଙ୍କ ଘରୁ କେବଳ ମିଳିଥିଲା ନଗଦ ୪୧ ଲକ୍ଷ ୭୭ ହଜାର। ୬୫୯ ଗ୍ରାମ ସୁନା ବି ଜବତ ହୋଇଥିଲା। କେବଳ ସେତିକି ନୁହେଁ ବିଭିନ୍ନ ସ୍ଥାନରେ ଫ୍ଲାଟ୍ ଓ ପ୍ଲଟ ମଧ୍ୟ ଠାବ ହୋଇଥିଲା। ବହୁତ ଦିନ ପୂର୍ବରୁ ସନ୍ତୋଷ ଭିଜିଲାନ୍ସ ସ୍କାନରରେ ରହିଥିଲେ। ତାଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳର ଅଭିଯୋଗ ରହିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+