ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା : ୭ ଜଣ ରୋଡ୍ ରୋମିଓଙ୍କୁ ଧରିଲା କମିଶନରେଟ୍ ପୋଲିସ
ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା । ୭ ଜଣ ରୋଡ୍ ରୋମିଓଙ୍କୁ ଧରିଲା କମିଶନରେଟ୍ ପୋଲିସ । ସିସିଟିଭି ଆଧାରରେ ୭ ଜଣଙ୍କୁ ଧରିଲା କମିଶନରେଟ ପୋଲିସ ।-ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାରେ ପଚରାଉଚରା । ରାତିରେ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ଦୁର୍ବ୍ୟବହାର କରିଥିଲେ । ଏନେଇ ଥାନାକୁ ଏତଲା କରିବାକୁ ଆସି ମାଡ଼ ଖାଇଥିଲେ ଉଭୟ ।













Click it and Unblock the Notifications