୫ ଜଣ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ

Murder

ବାଲେଶ୍ୱର: ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ । ସ୍ଥାନୀୟ ନୀଳଗିରିରେ ଏପରି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୀଳଗିରି ଥାନା ଜାମ୍ବୁଡ଼ିସାହିରେ ପୋଲିସ ଓ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୁତ୍ତ ।

ଏକ ହତ୍ୟା ଉଦ୍ୟମ ମାମଲାରେ ନୋଟିସ ଦେବାକୁ ଯାଇଥିବା ବେଳେ ପୋଲିସ ଅଧିକାରୀଙ୍କ ସହ ଏଭଳି ଘଟିଛି । SI, ASI ସମେତ ୫ ପୋଲିସ ଓ ଗ୍ରାମରକ୍ଷୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଅଭିଯୁକ୍ତ ପଦ୍ମଲୋଚନ ପାତ୍ରକୁ କାବୁ କରି ଥାନାରେ ଅଟକ ରଖିଛି ପୋଲିସ ।

ତେବେ ରକ୍ଷକଙ୍କ ଉପରେ ଦୁର୍ବୁତ୍ତଙ୍କ ଏପରି ଆକ୍ରମଣକୁ ନେଇ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି । ଯଦି ରକ୍ଷକ ନିଜେ ଏଠି ସୁରକ୍ଷିତ ନୁହନ୍ତି, ତାହାଲେ ସାଧାରଣ ଜନତାଙ୍କ ଅବସ୍ଥା କଣ ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+