ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା; ଗୋପାଳ ଦାସର ପୁରୁଣା କଲ୍ ଡିଟେଲ ଖୋଲିଲା କ୍ରାଇମବ୍ରାଞ୍ଚ
ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା । ଗୋପାଳ ଦାସର ପୁରୁଣା କଲ୍ ଡିଟେଲ ଖୋଲିଲା କ୍ରାଇମବ୍ରାଞ୍ଚ। ନବ ଦାସ ହତ୍ୟା ପୂର୍ବର କଲ୍ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ।
ହତ୍ୟା ପୂର୍ବରୁ ଗୋପାଳ ଯେଉଁମାନଙ୍କ ସହ କଥା ହୋଇଛି ଜେରା ହବ । ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସ୍ପି ବି.କେ ମଲ୍ଲିକ। ଗତକାଲି ଠାରୁ ବ୍ରହ୍ମପୁରରେ ଡେରା ପକାଇଛି କ୍ରାଇମବ୍ରାଞ୍ଚ । କାଲି ଗୋପାଳର ଭାଇ, ପୁତୁରା ଓ ପୁଅକୁ ପଚରାଉଚରା କରିଥିଲା।

ହୋଟେଲରେ କାମ କରୁଥିବା ରୋଷେୟାକୁ ବି ପଚରାଉଚରା କରିଥିଲା । ଏବେ ବୈଦ୍ୟନାଥପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ୍ର ଖୋଳତାଡ ।
More From
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications