ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋଳତାଡ କରୁଛି ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ । ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ।

ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଥିଲେ ଭିଜିଲାନ୍ସ ଟିମ୍। ବର୍ତ୍ତମାନ ଚଢ଼ାଉ ଚାଲିଥିବା କାରଣରୁ ଅଧିକ ସୂଚନା ଦେଇନାହିଁ ଭିଜିଲାନ୍ସ ।

ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ । ରାୟଗଡ଼ା ବନଖଣ୍ଡ ଅଧିକାରୀ(ଡିଏଫଓ) ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟ ଚଢ଼ାଉ ହୋଇଛି ।

vigilance

ବିଜୟ କୁମାର ପରିଡ଼ାଙ୍କ ରାୟଗଡା ଗାନ୍ଧିନଗର ସ୍ଥିତ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରୁଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନମାନଙ୍କରେ ମଧ୍ୟ ଚଢ଼ାଉ ହୋଇଛି ।

ରାୟଗଡ଼ାଠାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି । ଭିଜିଲାନ୍ସ ଡିଏସପି ସନ୍ଧ୍ୟା ରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ ଆଜି ଆରମ୍ଭ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+