ମା’କୁ ମାରି ପୋଡି ଦେଲା ପୁଅ ! ଗାଁରୁ ଅର୍ଦ୍ଧଦଗ୍ଧ ମହିଳାଙ୍କ ମୃତ ଦେହ ଉଦ୍ଧାର

ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଆଜି ସକାଳେ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ସେହି ବୃଦ୍ଧାଙ୍କର ବୟସ ୬୦ରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ପୁରୀ: ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଆଜି ସକାଳେ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ସେହି ବୃଦ୍ଧାଙ୍କର ବୟସ ୬୦ରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ଘଟଣା ସ୍ଥଳରେ ବଳଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି । ଘଟଣାରେ ବୃଦ୍ଧାଙ୍କୁ ପୁଅକୁ ପୋଲିସ୍ ଅଟକ ରଖି ପଚରା ଉଚରା କରୁଛି ।

Son Killed and Burned Mother

ସୂଚନା ଅନୁଯାୟୀ, ନିମାପଡା ବଳଙ୍ଗା ଥାନା ଗୋପୀନାଥ ପୁର ତେରହଳ ଗାଁରେ ସୁଲୋଚନା ସେନାପତିଙ୍କୁ ତାଙ୍କ ପୁଅ ହତ୍ୟା କରିବା ପରେ ପୋଡି ଦେଇଥିବା ଅଭିଯୋଗ ହେଉଛି । ଖବର ପାଇବା ପରେ ବଳଙ୍ଗା ପୋଲିସ ଆସି ଘଟଣା ସ୍ଥଳରେ ତଦନ୍ତ ଆରମ୍ଭ କରିଛି । ମୃତ ଦେହର ଅବଶିଷ୍ଟାଂଶକୁ ପୋଲିସ ଉଦ୍ଧାର କରିବା ସହ ପାଖରେ ପଡିଥିବା ମୋବାଇଲ, କିରୋସିନ୍ ଜାରକୁ ଜବତ କରିଛି । ଫରେନସିକ୍ ଟିମ୍ ପହଞ୍ଚି ପାରିପାଶ୍ୱର୍କ ସ୍ଥିତିର ଯାଞ୍ଚ କରିବା ସହ ପୂରା ଅଂଚଳର ଫଟୋଗ୍ରାଫି ଓ ମ୍ୟାପିଂ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+