ପରୀ ହତ୍ୟାକାଣ୍ଡ: କ୍ରାଇମ ସିନ୍ ରିକ୍ରିଏଟ କଲା ସରୋଜ
ବହୁ ଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ଘଟଣାରେ ଗିରଫ ଅଭିଯୁକ୍ତ ସରୋଜକୁ ଆଜି ଘଟଣାସ୍ଥଳକୁ ନେଇ କ୍ରାଇମ ସିନ୍ ରିକ୍ରିଏଟ କରିଛି ଏସ୍ଆଇଟି ।
ନୟାଗଡ଼: ସରୋଜ ଦେଖାଇଲା କ୍ରାଇମ ସିନର ରିକ୍ରିଏସନ । କିଭଳି ନିଷ୍ପାପ ଶିଶୁ ସହିତ ଜଘନ୍ୟ କାଣ୍ଡ ଭିଆଇଥିଲା ସେନେଇ ସରୋଜ ଦେଖାଇଛି ଡେମୋ । ବହୁ ଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ଘଟଣାରେ ଗିରଫ ଅଭିଯୁକ୍ତ ସରୋଜ ସେଠୀ କୁ ଆଜି ଘଟଣାସ୍ଥଳକୁ ନେଇ କ୍ରାଇମ ସିନ୍ ରିକ୍ରିଏଟ କରିଛି ଏସ୍ଆଇଟି ।

ନାବାଳିକା ଶରୀରର କିଛି ହାଡ଼ ମିଳିଥିବା ଯଦୁପୁରର ପୋଖରୀକୁ ନେଇ ଡେମୋ ଦେଖାଇଲା SIT। ପୋଖରୀ କୂଳରେ ସରୋଜ ଘଟଣା ସଂପର୍କରେ ବର୍ଣ୍ଣନା କରିଥିବା ଜଣାଯାଇଛି। ଏହି ସମୟରେ SIT ମୁଖ୍ୟ ଅରୁଣ ବୋଥ୍ରା ଘଟଣାସ୍ଥଳରେ ଉପସ୍ଥିତ ରହି ସରୋଜକୁ ଟିକିନିଖି ପଚରାଉଚରା କରୁଥିବା ଦେଖିବାକୁ ମିଳିଥିଲା।
ଉଲ୍ଲେଖଯୋଗ୍ୟ, ନୟାଗଡ଼ ପରୀ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ କରିବା ଲାଗି ହାଇକୋର୍ଟ ଆଜି ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜାନୁଆରୀ ୧୨ରେ ହେବ ବୋଲି ଜଣାପଡିଛି । ସରୋଜର ରିମାଣ୍ଡ ଅବଧି ସରିଥିବା ଏବଂ ପରୀ ହତ୍ୟା ଓ ଦୁଷ୍କର୍ମ ମାମଲାରେ ତଦନ୍ତ ଆଗେଇ ଥିବାରୁ ଚାର୍ଜସିଟ୍ ଦାଖଲ ପାଇଁ ଏସଆଇଟିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications