ଋଣ ଜାଲିଆତି ଅଭିଯୋଗରେ SBI ଡେପୁଟି ମ୍ୟାନେଜର ଗିରଫ
ଫୁଲବାଣୀ: ଇଓଡବ୍ଲ୍ୟୁ ଜାଲରେ ଏସବିଆଇର ଡେପୁଟି ମ୍ୟାନେଜର । ଫୁଲବାଣୀ ବ୍ରାଞ୍ଚର ଡେପୁଟି ମ୍ୟାନଜର ଆଶୁତୋଷ ଆଚାର୍ଯ୍ୟ ଗିରଫ ହୋଇଛନ୍ତି । ଏକ୍ସପ୍ରେସ କ୍ରେଡିଟ୍ ଲୋନ୍ ଦେବା ନାଁ ରେ ୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଠକେଇ ହୋଇଥିବା ନେଇ ଇଓଡବ୍ଲ୍ୟୁ ନିକଟରେ ଅଭିଯୋଗ ହୋଇଥିଲା ।

କେସ ନମ୍ବର ୧୪, ଦଫା ୪୦୯, ୪୨୦, ୪୬୭, ୪୬୮,୪୭୧ ଓ ୧୨୦ B ରେ ଗିରଫ ହୋଇଛନ୍ତି ଆଶୁତୋଷ । ଏନେଇ EOWରେ ଅଭିଯୋଗ କରିଥିଲେ ବ୍ୟାଙ୍କର ରିଜିଓନାଲ ମ୍ୟାନେଜର । ଏକ୍ସପ୍ରେସ କ୍ରେଡିଟ୍ ଲୋନ୍ ଦେବା ନାଁରେ ୮ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି ।
ଫର୍ଜି କାଗଜପତ୍ର ଜରିଆରେ ୫୯ ଜଣଙ୍କୁ ଋଣ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ୨୦୨୧ ସେପ୍ଟେମ୍ବରରୁ ୨୦୨୨ ସେପ୍ଟେମ୍ବର ମଧ୍ୟରେ ଠକେଇର ବ୍ଲୁ ପ୍ରିଣ୍ଟ ତିଆରି ହୋଇଥିଲା । ଅଭିଯୁକ୍ତ ଡେପୁଟି ମ୍ୟାନେଜରଙ୍କ ଅନୁମୋଦନ କ୍ରମେ ଭୁଲ ଲୋକଙ୍କୁ ଲୋନ୍ ଦିଆଯାଇଥିଲା ।
More From
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ପୁଣି ଖସିଲା ସୁନା-ରୂପା ରେଟ୍ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
ଶୁଭମନ ଗିଲ୍ ସର୍ବଶ୍ରେଷ୍ଠ ଅନ୍ତରାଷ୍ଟ୍ରୀୟ କ୍ରିକେଟର -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ଗହଣା କିଣିବା ପୂର୍ବରୁ ପକାନ୍ତୁ ନଜର, ଜାଣିରଖନ୍ତୁ ଆଜିର ଦାମ୍









Click it and Unblock the Notifications