ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌ ଅଧିକାରୀ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆର୍‌ଏସ୍‌ ହିମାଞ୍ଚଳ ବାଘଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ।

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌ ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆର୍‌ଏସ୍‌ ହିମାଞ୍ଚଳ ବାଘଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଭିଜିଲାନ୍ସର ୩ଟି ଟିମ୍‌ ବିଭିନ୍ନ ସ୍ଥାନରେ ରେଡ୍‌ କରିଛି । ଭିଜିଲାନ୍ସର ଏହି ୩ଟି ଟିମ୍‌ର ପ୍ରାୟ ୧୫ଜଣ ସାମିଲ ରହିଛନ୍ତି ।

Vigilance

ତେବେ ଜିଆର୍‌ଏସ୍‌ ହିମାଞ୍ଚଳ ବାଘଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି ରହିଛି । ଘରୁ ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି ଭିଜିଲାନ୍ସ । ତେବେ ବର୍ତ୍ତମାନ ସୁଦ୍ଧା ରେଡ୍‌ ନେଇ ଅଧିକ ତଥ୍ୟ ହସ୍ତଗତ ହୋଇନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+