ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ । ପ୍ରସନ୍ନଙ୍କ ୫ଟି ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହି ଚଢାଉରେ ୫ଟି ଭିଜିଲାନ୍ସ ଟିମ୍ ନିୟୋଜିତ ଅଛନ୍ତି ।

ଭୁବନେଶ୍ୱର: ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ । ପ୍ରସନ୍ନଙ୍କ ୫ଟି ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହି ଚଢାଉରେ ୫ଟି ଭିଜିଲାନ୍ସ ଟିମ୍ ନିୟୋଜିତ ଅଛନ୍ତି ।

Vigilance raid

ପ୍ରସନ୍ନଙ୍କ କଳ୍ପନା ସ୍ଥିତ ବାସଭବନ, ଡୁମ୍‌ଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର, ଲିଙ୍ଗିପୁରର ଶାନ୍ତିବିହାର ସ୍ଥିତ ଫର୍ଣ୍ଣିଚର ୱାର୍କଶପ୍‌, ପାତ୍ରପଡ଼ା ସ୍ଥିତ ସାଉଥ୍ ସିଟି ବାର୍‌ ଓ ଖୋର୍ଦ୍ଧା ଜିଲ୍ଲା ନୂଆପଡ଼ା ଗାଁରେ ଥିବା ତାଙ୍କର ୨ ମହଲା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଦୁଇ ଜଣ ଡିଏସ୍‌ପିଙ୍କ ସମେତ ୫ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ହତ୍ୟା ମାମଲାର ତଦନ୍ତ ବେଳେ କମିଶନରେଟ୍ ପୋଲିସ ନଜରକୁ ଆସିଥିଲା କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ କଳା କାରନାମା । ଯେଉଁ ବାରକୁ ମନୀଷ ତାଙ୍କର କିଛି ସାଙ୍ଗ ମାନଙ୍କ ସହିତ ଯାଇଥିଲେ ଓ ଯେଉଁଠି ଘଟଣାର ସୂତ୍ରପାତ ହୋଇଥିଲା, ସେହି ବାରକୁ ବେଆଇନ ଭାବେ ନିଜ ଭାଇ ନାଁରେ ଚଲାଇଥିଲେ ପ୍ରସନ୍ନ ବେହେରା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+