ଶିକ୍ଷାବର୍ଷ ୨୦୨୪-୨୫ ପାଇଁ ଯୁକ୍ତ ଦୁଇରେ ରେକର୍ଡ ସଂଖ୍ୟକ ଆଡମିଶନ୍
ରାଜ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର, ଶିକ୍ଷାବର୍ଷ ୨୦୨୪-୨୫ ପାଇଁ SAMS ପୋର୍ଟାଲ ମାଧ୍ୟମରେ ହୋଇଥିବା ଅନ୍ତିମ ତଥା ତୃତୀୟ ପର୍ଯ୍ୟାୟ ଇ-ଆଡମିଶନ୍ ଗତ ୧୩ ତାରିଖ ଦିନ ଶେଷ ହୋଇଛି । ତେବେ ଶିକ୍ଷାବର୍ଷ ୨୦୨୪-୨୫ ବର୍ଷର ଇ-ଆଡମିଶନ୍ ପ୍ରକ୍ରିୟାରେ ମୋଟ ୪,୨୯,୭୫୦ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି ।

ଯାହା ବିଗତ କିଛି ବର୍ଷରେ ଅଦ୍ୱିତୀୟ ରେକର୍ଡ ସ୍ଥାପନ କରିଛି। ଏହି ଇ-ଆଡମିଶନ୍ ମାଧ୍ୟମରେ ଅଦ୍ୟାବଧି ଉପଲବ୍ଧ ଥିବା ୨,୩୮୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ସମ୍ପୂର୍ଣ୍ଣ ଆଡମିଶନ୍ ପ୍ରକ୍ରିୟା ଶେଷ ସୁଧା ଯଥାକ୍ରମେ କଳାରେ ୨,୭୪,୯୭୯, ବିଜ୍ଞାନରେ ୧,୧୧,୯୦୬, ବାଣିଜ୍ୟରେ ୨୬,୨୫୮, ସଂସ୍କୃତରେ ୧୦,୪୪୧ ଏବଂ ଧନ୍ଦାମୂଳକ ଶିକ୍ଷାରେ ୬,୧୬୬ ଜଣ ଛାତ୍ରଛାତ୍ରୀ ଭର୍ତ୍ତି ହୋଇଛନ୍ତି। ଏହି ଆଡମିଶନ୍ ପ୍ରକ୍ରିୟ ପ୍ରକ୍ରିୟାରେ ସହଯୋଗ ଏବଂ ପ୍ରତିବଦ୍ଧତା ପାଇଁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରଶାସକ, ପିତାମାତା ଏବଂ ଛାତ୍ରଛାତ୍ରୀଙ୍କ ସମସ୍ତ ଅଂଶୀଦାରଙ୍କୁ ନିର୍ଦ୍ଦେଶାଳୟ ଧନ୍ୟବାଦ ଜଣାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications