Get Updates
Get notified of breaking news, exclusive insights, and must-see stories!

ଆଜିଠୁ ସରକାରୀ ସ୍କୁଲରେ ନାମଲେଖା ଆରମ୍ଭ

ଆଜିଠୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଆରମ୍ଭ ହେବ। ପ୍ରତ୍ୟେକ କାର୍ଯ୍ୟ ଦିବସରେ ସକାଳ ୭ଟାରୁ ୯ ଟା ୩୦ ପର୍ଯ୍ୟନ୍ତ ଚାଲିବ ନାମଲେଖା।

ଭୁବନେଶ୍ୱର: ଆଜିଠୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଆରମ୍ଭ ହେବ। ପ୍ରତ୍ୟେକ କାର୍ଯ୍ୟ ଦିବସରେ ସକାଳ ୭ଟାରୁ ୯ ଟା ୩୦ ପର୍ଯ୍ୟନ୍ତ ଚାଲିବ ନାମଲେଖା। ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାଲେଖା କାର୍ଯ୍ୟକ୍ରମ ଆରମ୍ଭ ହେବା ନେଇ ସବୁ ଜିଲ୍ଲାର ଶିକ୍ଷାଅଧିକାରୀ ଓ ପ୍ରକଳ୍ପ ସଂଯୋଜକଙ୍କୁ ସରକାରଙ୍କ ତରଫରୁ ଚିଠି ପଠାଯାଇଛି । ମେ' ୩୧ ତାରିଖ ସୁଦ୍ଧା ପ୍ରଥମରୁ ଦଶମ ଯାଏଁ ନାମ ଲେଖା ସାରିବା ପାଇଁ ନିର୍ଦ୍ଦେଶ ରହିଛି ।

school admission

ନାମଲେଖା ପାଇଁ ଏକ ସମୟରେ ୫ ଜଣରୁ ଅଧିକ ଅଭିଭାବକଙ୍କୁ ସ୍କୁଲରେ ପ୍ରବେଶ କରିବାକୁ ମନା କରାଯାଇଛି। କୋଭିଡ୍‌ ଗାଇଡଲାଇନ ମାନି ନାମଲେଖା ପ୍ରକ୍ରିୟା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ସମ୍ପର୍କରେ ଶିକ୍ଷା ସଂଯୋଗ ଦ୍ୱାରା ହ୍ୱାସ୍‌ଆପ୍‌ ଗ୍ରୁପ୍‌ ଜରିଆରେ ଅଭିଭାବକଙ୍କୁ ସୂଚନା ଦେବାକୁ ଚିଠିରେ ଉଲ୍ଲେଖ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+