ବୁର୍ଲା ଭିମସାରରେ ଆଉ ୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ
ସମ୍ବଲପୁର ବୁର୍ଲା ଭିମସାରରେ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୩୧ ଛାତ୍ରଛାତ୍ରୀ ଚିହ୍ନଟ ହୋଇଥିଲେ । ସମସ୍ତ ସଂକ୍ରମିତ କରୋନା ହସ୍ପିଟାଲରେ ଚିକିତ୍ସିତ ।
ସମ୍ବଲପୁର: ସମ୍ବଲପୁର ବୁର୍ଲା ଭିମସାରରେ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୩୧ ଛାତ୍ରଛାତ୍ରୀ ଚିହ୍ନଟ ହୋଇଥିଲେ । ସମସ୍ତ ସଂକ୍ରମିତ କରୋନା ହସ୍ପିଟାଲରେ ଚିକିତ୍ସିତ । ଏନେଇ ସୂଚନା ଦେଲେ ଭିମସାର କଲେଜ କର୍ତ୍ତୃପକ୍ଷ । କିଛି ଦିନ ପୂର୍ବେ ସମସ୍ତେ କୌଣସି ଏକ କାର୍ୟ୍ୟକ୍ରମରେ ଏକାଠି ହୋଇଥିଲେ । ସେଠାରୁ କରୋନା ବ୍ୟାପିଥିବା ଅନୁମାନ କରାଯାଉଛି ।

ଅସୁସ୍ଥ ଅନୁଭବ କରିବା କାରଣରୁ ସୋମବାର ବହୁ ସଂଖ୍ୟାରେ ମେଡିକାଲ୍ ପିଲା ଆଉଟ୍ଡୋର୍କୁ ଚିକିତ୍ସା ପାଇଁ ଆସିଥିଲେ । ଲକ୍ଷଣ ଦେଖି ଡାକ୍ତରମାନେ ତାଙ୍କୁ ଆଣ୍ଟିଜେନ୍ ପରୀକ୍ଷା କରିବାକୁ କହିଥିଲେ । ପରୀକ୍ଷାରୁ ପ୍ରଥମେ ୩୧ ଜଣ ଓ ଏବେ ୧୭ ଜଣ ପଜିଟିଭ୍ ବାହାରିଥିବା ଜଣାପଡ଼ିଛି । ଆଗକୁ ଏମବିବିଏସ ଅଫଲାଇନ ପରୀକ୍ଷା ହେବାର ଥିବା ବେଳେ ତାହା କରାଯିବ କି ନାହିଁ ସନ୍ଦେହ ଉପୁଜୁଛି ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications