ଆସନ୍ତା ମେ’ ୨୯ରୁ +୨ ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର: ମେ ୨୯ ତାରିଖରୁ +୨ ନାମଲେଖା ପାଇଁ ଆବେଦନ ପ୍ରକିୟା ଆରମ୍ଭ । ସାମ୍ସ ପୋର୍ଟାଲ ଜରିଆରେ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ । ଜୁନ୍ ୨୦ ଆବଦେନ କରିବାର ଶେଷ ତାରିଖ । ଜୁନ୍ ୨୮ ତାରିଖରେ ପ୍ରକାଶ ପାଇବ ପ୍ରଥମ ମେରିଟ ଲିଷ୍ଟ ।
ସେହିପରି ୨୯ ଜୁନରୁ ୫ ଜୁଲାଇ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ୨୯ ଜୁଲାଇରୁ +୨ ପ୍ରଥମ ବର୍ଷ ପାଠ ପଢ଼ା ଆରମ୍ଭ ହେବ ବୋଲି ସୂଚନା ଜାରି ହୋଇଛି ।

ମେ ୧୮ ପ୍ରକାଶ ପାଇଥିଲା ମାଟ୍ରିକ୍ ରେଜଲ୍ଟ । ବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୨୯୮ ଜଣ ଛାତ୍ର ଓ ୨୫୭୧୦୬ଜଣ ଛାତ୍ରୀ ଥିବା ଜଣାଯାଇଛି । ଗତ ବର୍ଷ ତୁଳନାରେ ଏ ବର୍ଷ ପରୀକ୍ଷାଫଳ ଭଲ ହୋଇଛି । ଛାତ୍ରଙ୍କ ତୁଳନାରେ ଏଥର ଛାତ୍ରୀମାନଙ୍କର ପାସ୍ ହାର ଅଧିକ ରହିଛି । ଚଳିତବର୍ଷ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବା ବେଳେ ୫ଲକ୍ଷ ୩୨ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।
ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ ରହିଥିଲା । ଏଥର ୯୭.୦୫ ପ୍ରତିଶତ ଛାତ୍ରୀଙ୍କର ପାସ୍ ହାର ରହିଥିଲା । ଏପଟେ ଛାତ୍ରଙ୍କ ପାସ୍ ହାର ଥିଲା ୯୫.୭୫ ପ୍ରତିଶତ । ତେବେ ମୋଟ୍ ୫ଲକ୍ଷ ୧୬ ହଜାର ୪୨୬ ଜଣ ପିଲା ପାସ୍ କରିଛନ୍ତି । ତେବେ ପୂର୍ବ ଭଳି ଗୋଟେ ପେପରରେ ଫେଲ ହୋଇଥିବା ଛାତ୍ରଛାତ୍ରୀ ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications