ଆଜିଠୁ ଶେଷ ପର୍ଯ୍ୟାୟ ଜେଇଇ ମେନ୍ ପ୍ରବେଶିକା ପରୀକ୍ଷା
ଆଜିଠୁ ୪ର୍ଥ ପର୍ଯ୍ୟାୟ ଅର୍ଥାତ ଶେଷ ପର୍ଯ୍ୟାୟ ସର୍ବ ଭାରତୀୟ ଜେଇଇ ମେନ୍ ପରୀକ୍ଷା ଆରମ୍ଭ ହୋଇଛି । ଅଗଷ୍ଟ ୨୬,୨୭,୩୧ ଓ ସେପ୍ଟେମ୍ବର ୧ ଏବଂ ୨ ତାରିଖକୁ ମିଶାଇ ମୋଟ ୫ ଦିନରେ ଚତୁର୍ଥ ପର୍ଯ୍ୟାୟ ଜେଇଇ ମେନ୍ ପରୀକ୍ଷା ହେବ।
ଭୁବନେଶ୍ୱର: ଆଜିଠୁ ୪ର୍ଥ ପର୍ଯ୍ୟାୟ ଅର୍ଥାତ ଶେଷ ପର୍ଯ୍ୟାୟ ସର୍ବ ଭାରତୀୟ ଜେଇଇ ମେନ୍ ପରୀକ୍ଷା ଆରମ୍ଭ ହୋଇଛି । ଅଗଷ୍ଟ ୨୬,୨୭,୩୧ ଓ ସେପ୍ଟେମ୍ବର ୧ ଏବଂ ୨ ତାରିଖକୁ ମିଶାଇ ମୋଟ ୫ ଦିନରେ ଚତୁର୍ଥ ପର୍ଯ୍ୟାୟ ଜେଇଇ ମେନ୍ ପରୀକ୍ଷା ହେବ। ଦେଶର ୩୩୪ ସହରରେ ପରୀକ୍ଷା ଆୟୋଜନ ହୋଇଥିବାବେଳେ ୭ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଓଡ଼ିଶାରୁ ପାଖାପାଖି ୧ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

କରୋନା କଟକଣାରେ ପରୀକ୍ଷା ଆୟୋଜନ କରିବାକୁ ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି ବା ଏଟିଏ କଡ଼ା ନିର୍ଦ୍ଦେଶ ଦେଇଛି । ଛାତ୍ରଛାତ୍ରୀଙ୍କ ଆଡ଼ମିଟ କାର୍ଡରେ ପରୀକ୍ଷା ସମ୍ପର୍କିତ ବିସ୍ତୃତ ସୂଚନା ଦିଆଯାଇଛି । ଚଳିତବର୍ଷ ୪ ଥର ଜେଇଇ ମେନ୍ ହେଉଛି । ଯେଉଁ ପରୀକ୍ଷାର୍ଥୀମାନେ ଏକାଧିକଥର ପରୀକ୍ଷା ଦେଉଛନ୍ତି, ସେମାନଙ୍କର ଯେଉଁ ପରୀକ୍ଷାରେ ଅଧିକ ନମ୍ବର ରହିବ । ତାହାକୁ ଗ୍ରହଣ କରାଯିବ ବୋଲି ଏଟିଏ ପକ୍ଷରୁ କୁହାଯାଇଛି ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications