Get Updates
Get notified of breaking news, exclusive insights, and must-see stories!

ଗୁଣୁପୁର GIET ରେ କରୋନା ପଜିଟିଭି, ୩ ଦିନ ପାଇଁ ବନ୍ଦ ହେଲା ବିଶ୍ୱବିଦ୍ୟାଳୟ

ସ୍ଥାନୀୟ ଗୁଣୁପୁର ସ୍ଥିତ ଗାନ୍ଧି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(GIET) ବିଶ୍ୱବିଦ୍ୟାଳୟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ରାୟଗଡ଼: ସ୍ଥାନୀୟ ଗୁଣୁପୁର ସ୍ଥିତ ଗାନ୍ଧି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(GIET) ବିଶ୍ୱବିଦ୍ୟାଳୟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମଣ ପରେ ବିଶ୍ୱବିଦ୍ୟାଳୟକୁ ୩ ଦିନ ପାଇଁ ବନ୍ଦ ରଖାଯାଇଛି। ଆଜିଠାରୁ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି।

GIET University

ଗୁଣୁପୁର ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ଫଳରେ କ୍ୟାମ୍ପସ ବାହାରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ଭିତରକୁ ଆସିପାରିବେ ନାହିଁ କି ଭିତରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ବାହାରକୁ ଯାଇ ପାରିବେ ନାହିଁ। ମେଡିକାଲ୍ ଟିମ୍‌କୁ ସହଯୋଗ କରିବା ଲାଗି କ୍ୟାମ୍ପସରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍‌ଙ୍କୁ ପରାମର୍ଶ ଦିଆଯାଇଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+